ରାଉରକେଲାରେ ଚାଞ୍ଚଲ୍ୟ। ପେଟ୍ରୋଲ ଢାଳି ଯୁବକଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଉରକେଲାରେ ଚାଞ୍ଚଲ୍ୟ। ପେଟ୍ରୋଲ ଢାଳି ଯୁବକଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ। ରାଉରକେଲା ଲହୁଣୀପଡ଼ା ଥାନା ଘଣିପଶା ଗାଁର ଏଭଳି ଅଭାବନୀୟ ଘଟଣା ଘଟିଛି। ଏହି ଘଟଣା ପରେ ଗୁରୁତର ଭାବେ ଜଳିଯାଇଥିବା ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ରାଉରକେଲା ଆର୍ଜିଏଚ୍କୁ!-->…