ପଙ୍ଖାରେ ଶୁଖାଯାଉଛି ଏକ୍ସପ୍ରେସୱେ! ଭାଇରାଲ ଭିଡିଓକୁ ନେଇ ତେଜିଲା ରାଜନୀତି

ଉତ୍ତରପ୍ରଦେଶର ନୂଆ ଲକ୍ଷ୍ନୌ-କାନପୁର ଏକ୍ସପ୍ରେସୱେକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଏକ୍ସପ୍ରେସୱେର ରାସ୍ତାକୁ ବଡ଼ ବଡ଼ ପଙ୍ଖା ଲଗାଇ ଶୁଖାଇବାର ଦୃଶ୍ୟ ଦେଖିବାକୁ ମିଳୁଛି ।ଏକ୍ସପ୍ରେସୱେର ଏକ ଅଂଶ ପ୍ରବଳ ବର୍ଷା ପରେ…

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

ଭୁବନେଶ୍ୱର, ରାଜ୍ୟ କାହାଣୀ: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଡୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଅନ୍ତର୍ଗତ ଗଣିତ ବିଭାଗ ପକ୍ଷରୁ ତିନିଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ‘ଇଂଟରନ୍ୟାସନାଲ୍ କନଫରେନ୍ସ ଅନ୍ କଂପ୍ୟୁଟେସନାଲ୍…

ଯୁକ୍ତ ୨ ନାମଲେଖା: ପ୍ରଥମ ପର୍ଯ୍ୟାୟ ସ୍ପଟ୍ ଆଡମିଶନ୍ ପାଇଁ ରାଜ୍ୟରୁ ମୋଟ ୨୫ ହଜାର ୩୩୨ ଜଣ ଛାତ୍ରଛାତ୍ରୀ ମନୋନୀତ

ଭୁବନେଶ୍ଵର (ରାଜ୍ୟ କାହାଣୀ) ରାଜ୍ୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨) ଗୁଡ଼ିକରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଚାଲିଥିବା ନାମଲେଖା ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ରାଉଣ୍ଡର ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ…

ଓଡ଼ିଶାରେ ପ୍ରଥମ ! ବଜ୍ରପାତ ହେବା ପୂର୍ବରୁ ବାଜିବ ସାଇରନ୍

ଭୁବନେଶ୍ଵର (ରାଜ୍ୟ କାହାଣୀ) ବନ୍ୟା, ବାତ୍ୟା ଭଳି ମହାବିପତ୍ତିକୁ ସରକାର ଦୃଢ଼ତାର ସହ ମୁକାବିଲା କରୁଛନ୍ତି । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ଜିରୋ କାଜୁଆଲିଟି ମିଶନ ସାରା ବିଶ୍ୱ ପାଇଁ ମଡେଲ୍ । କିନ୍ତୁ, ବଜ୍ରପାତ ମୃତ୍ୟୁ ଏବେ ବି ରାଜ୍ୟ ପାଇଁ ସବୁଠାରୁ ବଡ଼ ଆହ୍ୱାନ ।…

ମା’ଙ୍କ ଔଷଧ ଆଣିବାକୁ ଯାଇ ବନ୍ୟାରେ ଭାସିଗଲେ ଯୁବକ। ମିଳିଲା ମୃତ ଦେହ 

ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର ଅପରାହ୍ନରେ ତାଙ୍କ ମୃତଦେହ ଜବତ ହୋଇଛି।ଯୁବକ ଜଣକ ହେଲେ ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମର ପ୍ରବୀର କୁମାର ଦାସ (୩୨)।ସୂଚନାଥାଉକି,…

ପ୍ରଥମ ଶ୍ରେଣୀ ପାଠ୍ୟ ପୁସ୍ତକରେ ହୋଇନି ତ୍ରୁଟି: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ଵର (ରାଜ୍ୟ କାହାଣୀ )ପ୍ରଥମ ଶ୍ରେଣୀ ପାଠ୍ୟ ପୁସ୍ତକରେ ହୋଇନି ତ୍ରୁଟି । ଏହି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କହିଲେ ପ୍ରଥମ ଶ୍ରେଣୀ ବହିରେ ଯେଉଁ ତ୍ରୁଟି କଥା କୁହାଯାଉଛି ସେଭଳି ତ୍ରୁଟି ହୋଇନି । ଖୁବଶୀଘ୍ର ପିଲାଙ୍କୁ ନୂଆ ସଠିକ ବହି ଯୋଗାଇ…

ଶୁକ୍ରବାର ସନ୍ଧ୍ୟା ୫ଟା ସୁଦ୍ଧା ଆସିବ ବନ୍ୟା କ୍ଷୟକ୍ଷତି ରିପୋର୍ଟ: ମନ୍ତ୍ରୀ ସୁରେଶ ପୂଜାରୀ

୨୨ ଜିଲ୍ଲାକୁ ୧୧୦ କୋଟି ବନ୍ୟା ସହାୟତା ଦେଲେ ସରକାର । ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ବାଲେଶ୍ୱର, ଭଦ୍ରକ , ଯାଜପୁରରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବାଲେଶ୍ୱରକୁ ୨୨.୦୩କୋଟି, ଯାଜପୁରକୁ ୨୦.୨୦ କୋଟି, ଭଦ୍ରକକୁ ୨୦.୧୨ କୋଟି ଟଙ୍କା…

୧୬ କୋଟି ଋଣରେ ବୁଡିଲେ ରାଜପାଲ ଯାଦବ,ନିଲାମ ହେବ ପୈତୃକ ଘର

ଲୋକପ୍ରିୟ ବଲିଉଡ ଅଭିନେତା ରାଜପାଲ ଯାଦବଙ୍କ ପାଇଁ ସମସ୍ୟା କମିବାର ନାଁ ନେଉନାହିଁ । ଗୋଟିଏ ପଟେ ସେ ୧୬ ବର୍ଷ ପୁରୁଣା ଚେକ୍ ବାଉନ୍ସ ମାମଲାରେ ଜେଲ୍ ସଜା କାଟୁଥିବା ବେଳେ ଏବେ ଅନ୍ୟପଟେ ତାଙ୍କର ସମ୍ପତ୍ତି ନିଲାମ ହେବାକୁ ଯାଉଛି ।ଶାହଜାହାନପୁରରେ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର…

ଆୟୁଷ୍ମାନରେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ମିଶିବା ପ୍ରକ୍ରିୟା ନେଇ ସାମ୍ବାଦିକ ଅସନ୍ତୋଷ ।…

ଭୁବନେଶ୍ଵର (ରାଜ୍ୟ କାହାଣୀ) କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାର ପାଇଁ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ।ପୂର୍ବ ସରକାର ଏହାକୁ ୫ ଲକ୍ଷକୁ ବଢ଼ାଇଥିଲେ । କିନ୍ତୁ ଏବେ ନୂଆ ସରକାର ଏହି ଯୋଜନାର ରୂପରେଖ ବଦଳାଇ ଏହାକୁ ଆୟୁଷ୍ମାନ ଭାରତ…

ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ, ବମ୍ବେ ହାଇକୋର୍ଟଙ୍କ ରାୟ

ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ୨୦୧୩ ମସିହାରେ ଗୋଆର ଏକ ହୋଟେଲରେ ଜଣେ ସହକର୍ମୀଙ୍କୁ ଦୁଷ୍କର୍ମ ମାମଲାରେ ‘ତେହଲ୍‌କା’ ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।ସୂଚନାଯୋଗ୍ୟ, ୨୦୧୩ ନଭେମ୍ବରରେ ତେହେଲକା ପତ୍ରିକାର ପୂର୍ବତନ ମୁଖ୍ୟ ସମ୍ପାଦକ ତରୁଣ…