ଜୁଲାଇ ୯ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
ଓଡ଼ିଶା ଆସିବେ ଉପରାଷ୍ଟ୍ରପତି । ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ।ଭୁବନେଶ୍ୱରରେ ଅନୁଷ୍ଠିତ OUAT କାର୍ଯ୍ୟକ୍ରମରେ ସାମିଲ ହେବେ । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ଯୋଗଦେବାର ସୂଚନା!-->…