ମଝି ଆକାଶରେ ହଠାତ୍ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ
ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା। ଏହାଫଳରେ ବିମାନରେ ଥିବା ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଦଶ ଜଣ ଯାତ୍ରୀ ଏବଂ ଚାରି ଜଣ କ୍ୟାବିନ କ୍ରୁ ସଦସ୍ୟ ଆହତ!-->…