ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଂଚିଛନ୍ତି । ବାୟୁସେନାର ସ୍ବତନ୍ତ୍ର ବିମାନରେ ସେ ଆସି ପହଂଚିଛନ୍ତି , ଏଥିସହ ସେ ଆଜି ସନ୍ଧ୍ୟାରେ କଟକଠାରେ ଅବସ୍ଥିତ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍‌ଘାଟନ କରିବେ। ଭୁବନେଶ୍ବରରେ…

ବନ୍ୟା କ୍ଷୟକ୍ଷତିର ଆକଳନ ଆରମ୍ଭ, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି । ଆଜିଠୁ କ୍ଷୟକ୍ଷତି ଆକଳନ ଆରମ୍ଭ ହୋଇଛି । ରାଜସ୍ବ ଏବଂ କୃଷି ବିଭାଗର ଅଧିକାରୀ ମାନେ ଆକଳନ…

ବନ୍ୟା ପରେ ସାପ କାମୁଡ଼ା ଆତଙ୍କ , ୯୬ ମାମଲା ପରେ ସତର୍କ କଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )କମିଛି ବନ୍ୟା ହେଲେ ବଢ଼ି ଯାଇଛି ଦୁର୍ଦ୍ଦଶା । ବନ୍ୟାରେ ୭ ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ସେ ସବୁ ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ଜନସ୍ୱାସ୍ଥ୍ୟ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଡାକ୍ତର ବସନ୍ତ ପ୍ରଧାନ କହିଛନ୍ତି ।…

ହୀରାକୁଦର ୧୭ ଗେଟ୍ ଖୋଲା, ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପ୍ରଶାସନର ପରାମର୍ଶ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଧୀରେ ଧୀରେ କମୁଛି ମହାନଦୀର ପ୍ରବାହ। ସକାଳ ୬ଟା ସୁଦ୍ଧା କଟକର ମୁଣ୍ଡଳି ବ୍ୟାରେଜରେ ମହାନଦୀର ପ୍ରବାହ ୬ଲକ୍ଷ ୨ହଜାର ୭୫୫ କ୍ୟୁସେକ୍ ରହିଛି। ପୂର୍ବ ତୁଳନାରେ ଜଳପ୍ରବାହ କମୁଥିବା ଦେଖାଯାଇଥିଲେ ମଧ୍ୟ ନଦୀ ଜଳସ୍ତର ଏବେବି ବଢୁଛି। ଏପଟେ ହୀରାକୁଦର ୧୭ଟି ଗେଟ୍…

ଟ୍ରମ୍ପଙ୍କୁ ଇରାନର କଟାକ୍ଷ , ‘ଶକ୍ତି ସରିଗଲା’ ବୋଲି କହିଲେ ଇରାନର ସରକାରୀ ଗଣମାଧ୍ୟମ

ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି| ଟ୍ରମ୍ପଙ୍କ କହିବା ଅନୁସାରେ, ଇରାନ ଏବଂ ମଧ୍ୟପ୍ରାଚ୍ୟର ଅନ୍ୟ କେତେକ ଦେଶ ଆକ୍ରମଣ ନ କରିବା ପାଇଁ ଆମେରିକାକୁ ଅନୁରୋଧ କରିଛନ୍ତି। ଯୁଦ୍ଧ ଶେଷ ପାଇଁ ଏକ…

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ। ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ।ମହିଳାଙ୍କୁ ଟାଣିନେଲା କୁମ୍ଭୀର । ନିଖୋଜ ମହିଳା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ଦାମୋଦର ପାଟଣାର ଶୁଚିସ୍ମିତା ଦାସ । ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିଲେ ।କୂଳରେ ତାଙ୍କ ବ୍ୟବହୃତ ଜିନିଷପତ୍ର ପଡ଼ିଥିବା ଦେଖି କୁମ୍ଭୀର ତାଙ୍କୁ ଟାଣି ନେଇଥିବା ସ୍ପଷ୍ଟ…

ଶ୍ରାବଣ ସୋମବାରରେ ସୁଦର୍ଶନ ପଟ୍ଟନାୟକଙ୍କ ୮ ଫୁଟ ଉଚ୍ଚର ପ୍ରଭୁ ଶିବଙ୍କ ବାଲୁକା କଳା

ଭୁବନେଶ୍ୱର (ରାଜ୍ୟ କାହାଣୀ )ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଭୁ ଶିବଙ୍କୁ ପ୍ରାର୍ଥନା ଜଣାଇ ଏକ ଭକ୍ତିପୂର୍ଣ୍ଣ ବାଲୁକା କଳା ନିର୍ମାଣ କରିଛନ୍ତି। ଏହି…

ଶ୍ରାବଣ ପ୍ରଥମ ସୋମବାର : ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ଜଳ ଲାଗି କଲେ କାଉଡ଼ିଆ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ବାବା ଧବଳେଶ୍ବରଙ୍କ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼। କାଉଡିଆମାନେ ନିଜର ମାନସିକ…

୫ ଦିନ ପ୍ରବଳ ବର୍ଷିବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ଆଜି ବାଲେଶ୍ୱର, ଭଦ୍ରକ,…

୩ ଦିନ ମଧ୍ୟରେ ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ହୋଇଥିବା ବନ୍ୟାର ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ସାମ୍ନାକୁ ଆସିଛି । ଏହି ସରକାରୀ ରିପୋର୍ଟ ଅନୁଯାୟୀ, ବନ୍ୟା ଯୋଗୁଁ ରାଜ୍ୟର ଅନେକ ଜିଲ୍ଲା ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି । ପ୍ରାୟ ୮ ଲକ୍ଷରୁ ଅଧିକ ଲୋକ ଏହି ବନ୍ୟାରେ ସିଧାସଳଖ ପ୍ରଭାବିତ…