ଅଗଷ୍ଟ ୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଅଗଷ୍ଟ ୩ ତାରିଖ ସୋମବାର ଦିନ ସାଧାରଣ ଅଭିଯୋଗ ଶୁଣାଣି ଅଧିବେଶନ ହେବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ପରବର୍ତ୍ତୀ ତାରିଖ ସମ୍ବାଦପତ୍ର…

ମହାନଦୀରେ ନାହିଁ ବନ୍ୟା ଆଶଙ୍କା : ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟା ସ୍ଥିତି ଭିତରେ ଆଶ୍ବସ୍ତିକର ଖବର । ମହାନଦୀରେ ଆଉ ବନ୍ୟାର ଆଶଙ୍କା ନାହିଁ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ କହିଛନ୍ତି । ଦୁଇ ଦିନ ତଳେ ପିକ୍ ଫ୍ଲଡ୍ ଥିଲା ହେଲେ ଆଜି ହୀରାକୁଦ ବନ୍ଧ ଏକ ବଡ଼ ବନ୍ୟାକୁ ରୋକିଲା ବୋଲି ଜଳ ସମ୍ପଦ…

ଅଜିତ ଡୋଭାଲଙ୍କୁ ମିଳିଲା ‘ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର–୨୦୨୬’! ଯୁବପିଢିଙ୍କୁ ଅଜିତ ଡୋଭାଲଙ୍କ ବାର୍ତ୍ତା

ଆଜିକାଲିର ଜେନ୍-ଜି ପିଢ଼ି ଓ ସେମାନଙ୍କ ଚିନ୍ତାଧାରାକୁ ନେଇ ଦେଶବ୍ୟାପୀ ଚର୍ଚ୍ଚା ଚାଲିଥିବା ବେଳେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଯୁବପିଢ଼ିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି । ଲୋକମାନ୍ୟ ତିଳକ ଜାତୀୟ ପୁରସ୍କାର–୨୦୨୬ରେ ସମ୍ମାନିତ ହେବା ପରେ…

ପେପର ଲିକ୍ ବିରୋଧୀ ଆଇନର ସଂଶୋଧନ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପେପର ଲିକ୍ ବିରୋଧୀ ଆଇନର ସଂଶୋଧନ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି । ଏହା ସହିତ ପେପର ଲିକ୍…

ଅଗଷ୍ଟ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ

ଅଗଷ୍ଟ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି । ଅଗଷ୍ଟ ମାସରେ ପାଖାପାଖି 14 ଦିନ ବ୍ୟାଙ୍କ ବନ୍ଦ ରହିବ । ଏଥିରେ ରବିବାର ଓ ଦ୍ବିତୀୟ ଏବଂ ଚତୁର୍ଥ ଶନିବାର ସାମିଲ ଅଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଛୁଟିଦିନ ବିଷୟରେ ବ୍ୟାଙ୍କ ଗ୍ରାହକମାନଙ୍କୁ ସୂଚନା ଦେବା ପାଇଁ ଏକ…

ବନ୍ୟା ଦ୍ବାରା ୮ ଲକ୍ଷ ଲୋକ ପ୍ରଭାବିତ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ୟା ଦ୍ବାରା ୮ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ନେଇ ସମୀକ୍ଷା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ।ସେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ୧୨ଟି ବ୍ଲକର ବନ୍ୟା…

ଓଡ଼ିଶାରେ SIR ପ୍ରକ୍ରିୟା ସମୟସୀମା ବୃଦ୍ଧି । ସେପ୍ଟେମ୍ବର 21 ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଓଡ଼ିଶାରେ SIR ପ୍ରକ୍ରିୟା ସମୟସୀମା ବୃଦ୍ଧି । ସେପ୍ଟେମ୍ବର 21 ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା ଓଡିଶାରେ ଘୁଞ୍ଚିଲା ଏସଆଇଆର ତାଲିକା ପ୍ରକାଶନ । ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ତାରିଖକୁ ସେପ୍ଟେମ୍ବର ୨୧ କୁ ଘୁଞ୍ଚାଇ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ (Election…

ଚାଉଳ ବଣ୍ଟନରେ କୌଣସି ସମସ୍ୟା ନାହିଁ : ଖାଦ୍ୟ ଯୋଗାଣ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ ନେଇ ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଯୋଗ ସମ୍ପର୍କରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି ଯେ, ଜୁଲାଇ ମାସରେ…

ଜମ୍ମୁ ଓ କଶ୍ମୀରରେ ପୁଣି ପହଲଗାମ ଭଳି ବଡ଼ ଆତଙ୍କୀ ହମ୍‌ଲା: ନାଁ ପଚାରି ଗୁଳି କରି ହତ୍ୟା !

ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ ହିନ୍ଦୁ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି – ଯେଉଁମାନେ କେଲମ ଅଞ୍ଚଳରେ ଏକ ଇଟା ଭାଟିରେ କାମ…

୬୨୫.୪୭ ଫୁଟରେ ପହଞ୍ଚିଛି ହୀରାକୁଦ ଜଳସ୍ଥର; ୨୨ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ରାଜ୍ୟରେ ଲଗାଣ ବର୍ଷା ପରେ ମହାନଦୀ ଉପରମୁଣ୍ଡରୁ ଜଳପ୍ରବାହ ବୃଦ୍ଧି ପାଇବା ସହ ହୀରାକୁଦ ଡ୍ୟାମର ଜଳସ୍ତର ବଢ଼ୁଛି। ବର୍ତ୍ତମାନ ହୀରାକୁଦ ଡ୍ୟାମର ୨୨ଟି ଗେଟ ଖୋଲା ରଖାଯାଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି।ତେବେ ଉପର ମୁଣ୍ଡରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ବର୍ଷା ଆକଳନ କରାଯାଉଥିବାରୁ…