ସାନ ଡିଏଗୋରେ ଅଗ୍ନିପିଣ୍ଡୁଳା ପାଲଟିଲା ୧୦୯ ନିୟୁତ ଡଲାର ଏଫ୍-୩୫ ଫାଇଟର୍ ଜେଟ୍

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଲଢୁଆ ବିମାନ କୁହାଯାଉଥିବା ଆମେରିକୀୟ ଏଫ୍-୩୫ କାଲିଫର୍ନିଆରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ସାନ ଡିଏଗୋର ମାରିନ୍ କର୍ପସ୍ ଏୟାର ଷ୍ଟେସନ ମିରାମରରେ ଆମେରିକା ମାରିନ୍ କର୍ପସ୍‌ର ଏଫ୍-୩୫-ବି ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟିକୁ ଜଳି ସମ୍ପୂର୍ଣ୍ଣ…

‘ମୋର ବଡ଼ ଭୁଲ୍ ହୋଇଗଲା’: ପ୍ରଧାନମନ୍ତ୍ରୀଙ୍କୁ ଅପଶବ୍ଦ କହି ଭୁଲ ମାଗିଲେ ଛାତ୍ରୀ

ଦିଲ୍ଲୀର ଜନ୍ତର ମନ୍ତରଠାରେ ଗତ ଜୁଲାଇ ୨୩ରେ ହୋଇଥିବା ଏକ ପ୍ରତିବାଦ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଅଶାଳୀନ ଭାଷା ବ୍ୟବହାର କରିଥିବା ଅଭିଯୁକ୍ତ ରୁଚିକା ସିଂହଙ୍କ ଏକ କ୍ଷମା ପ୍ରାର୍ଥନା ଭିଡିଓ ସାମ୍ନାକୁ ଆସିଛି। ଏହି ଭାଇରାଲ୍ ଭିଡିଓରେ ସେ ନିଜକୁ ୧୫…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ଦୀର୍ଘ ତିନି ମାସ ଧରି ବନ୍ଦ ଥିବା ଜାତୀୟ ଉଦ୍ୟାନକୁ ଆଜିଠାରୁ ଖୋଲାଯାଇଛି ।ଆଗନ୍ତୁକ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ଗୁପ୍ତି, ଖୋଳା ଘାଟ ସହିତ ଜାତୀୟ ଉଦ୍ୟାନ…

ଶସ୍ତା ହେଲା କମର୍ସିଆଲ୍ ସିଲିଣ୍ଡର; ଦିଲ୍ଲୀରେ କମିଲା ୨୦୨ ଟଙ୍କା

କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କାରୁ ଅଧିକ ହ୍ରାସ କରିଛନ୍ତି। ଇରାନ ଯୁଦ୍ଧ ଏବଂ ପଶ୍ଚିମ ଏସିଆ ସଙ୍କଟ କାରଣରୁ କ୍ରମାଗତ ଭାବେ…

ଆଇଏମଡିର ଆକଳନ, ଅଗଷ୍ଟରେ ସ୍ବାଭାବିକ ଠାରୁ କମିବ ବର୍ଷାର ପରିମାଣ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି) ଜାରି କରିଥିବା ମୌସୁମୀର ଆଗାମୀ ଦୁଇ ମାସିଆ ପୂର୍ବାନୁମାନ କହୁଛି, ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଓଡ଼ିଶାରେ ବର୍ଷା କମ୍ ରହିପାରେ।ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ଗଜପତି…

ବନ୍ୟା ସ୍ଥିତି ପାଇଁ ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ ୧୪ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ବିଭିନ୍ନ ସ୍ଥାନରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (HSC) ପରୀକ୍ଷା-୨୦୨୭ ପାଇଁ ଆବେଦନ ଫର୍ମ ପୂରଣର ଶେଷ ତାରିଖକୁ ବୃଦ୍ଧି କରାଯାଇଛି। ଏହି…

ଉପର ମୁଣ୍ଡରେ ପ୍ରବଳ ବର୍ଷା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍

ଭୁବନେଶ୍ୱର (ରାଜ୍ୟ କାହାଣୀ )ଉପର ମୁଣ୍ଡରେ ପ୍ରବଳ ବର୍ଷା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ । ପୂର୍ବରୁ ୧୪ଟି ଗେଟରେ ଜଳ ନିଷ୍କାସନ ହେଉଥିଲା । ହୀରାକୁଦର ଆଉ ୮ଟି ଗେଟ ଖୋଲିଲା । ବର୍ତ୍ତମାନ ୨୨ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ। ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ହୀରାକୁଦ…

ଭିଜିଲାନ୍ସ ଜାଲରେ ଆରଆଇ ଓ ସହଯୋଗୀ

ଓଡ଼ିଶା ଭିଜିଲାନ୍ସ କଟକ ଜିଲ୍ଲାର ନିଆଳି ତହସିଲ ଅନ୍ତର୍ଗତ ମାଧବା ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) କିଶୋର କୁମାର ସ୍ୱାଇଁ ଏବଂ ତାଙ୍କ ସହଯୋଗୀ ସୁକାନ୍ତ ପ୍ରଧାନଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛନ୍ତି। ସେମାନେ ୩୦ ହଜାର ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି।ସୂଚନା ଅନୁସାରେ, ଜଣେ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା

ଦେଶର କୋଟି କୋଟି ଚାଷୀଙ୍କ ପାଇଁ ବଡ଼ ଖବର। ଆଉ ୫ ବର୍ଷ ପର୍ଯ୍ୟନ୍ତ ଜାରି ରହିବ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ବା ପିଏମ୍-କିଷାନ ଯୋଜନା। ଏନେଇ କେନ୍ଦ୍ର କ୍ୟାବିନେଟ୍ ମୋହର ମାରିଛି।କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ ଯୋଜନା ଚଳାଇଛନ୍ତି, ଯାହା ଲକ୍ଷ ଲକ୍ଷ ଚାଷୀଙ୍କୁ ସିଧାସଳଖ…

୩ ତାରିଖରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୋଲିସ ଡିଜି

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୁଣି ଓଡିଶା ଗସ୍ତରେ ରାଷ୍ଟ୍ରପତି। ଆସନ୍ତା ଅଗଷ୍ଟ ୪ ତାରିଖ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ବେଳେ ସେ ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତର ତପ୍ତପାଣି ଉଷ୍ମ ପ୍ରସବଣରେ ଥିବା ମାଆ କନ୍ଧୁଣୀ ଦେବୀଙ୍କ…