କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ସୁବିଧାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲଗେଜ୍ ବୁକିଂକୁ ଅଧିକ ସୁବିଧାଜନକ କରିବା ଏବଂ ପାର୍ସଲ ବୁକିଂ ପ୍ରକ୍ରିୟାକୁ…

ଗଲବାନରେ ଆକ୍ରମଣ ପରେ ଭାରତ ଆସୁଛନ୍ତି ଚୀନ ରାଷ୍ଟ୍ରପତି

ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ଲଦାଖ ସୀମାରେ ବର୍ଷ ବର୍ଷ ଧରି…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ବିଶଦ ଆଲୋଚନା ହୋଇଛି।କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୃଢ଼…

ସଂସଦରେ ‘ଚାନ୍ଦା ଚୋରି’ ନାଟକ! ପୂଜାରୀ ବେଶରେ ପପ୍ପୁ ଯାଦବ, ଦାନ କଲେ ରାହୁଲ ଗାନ୍ଧୀ

ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ବିରୋଧୀ ଦଳର ସାଂସଦମାନେ ଏକ ଅଭିନବ ପ୍ରତିବାଦ କରିଛନ୍ତି । ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି । ପପ୍ପୁ ଯାଦବ ସାଧୁ ବେଶ ଧାରଣ କରି…

ଦଳୀୟ ଜର୍ସିର ରଙ୍ଗରେ ପରିବର୍ତ୍ତନ ଗ୍ରହଣୀୟ ନୁହେଁ । ଏହା ହେଉଛି ହୀନ ରାଜନୀତି- ନବୀନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭାରତୀୟ ହକି ଦଳର ଜର୍ସିର ରଙ୍ଗ ପରିବର୍ତ୍ତନ ନେଇ ରାଜନୀତି ଜୋର ଧରିଛି । ପୂର୍ବରୁ ଜର୍ସିର ରଙ୍ଗ ନୀଳ ଥିଲା । ଯାହା ଏବେ ଗେରୁଆ ରଙ୍ଗର ହୋଇଛି । ଅନେକ ପୂର୍ବତନ ଖେଳାଳି ଏବଂ ରାଜନେତା ନୂଆ ଜର୍ସିକୁ ବିରୋଧ କରୁଛନ୍ତି । ଏହାକୁ ନେଇ ଏବେ ଓଡିଶାର ପୂର୍ବତନ…

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବନ୍ୟା ସ୍ଥିତି ସମୀକ୍ଷା :ପୁରୀ, କଟକ, ଖୋର୍ଦ୍ଧା ଓ…

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟାରେ ଉତ୍ତର ଓଡ଼ିଶା ବେହାଲ । ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି । ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ସହ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି ।…

ରଥ ଉପରେ ଅଣସେବାୟତଙ୍କ ପ୍ରବେଶ: ସିଂହଦ୍ୱାର ଥାନାରେ ଏତଲା

ଭୁବନେଶ୍ଵର(ରାଜ୍ୟ କାହାଣୀ) ରଥ ଉପରେ ଅଣ ସେବାୟତଙ୍କ ବେଆଇନ ପ୍ରବେଶ ଘଟଣାକୁ ନେଇ କଡା ଆକ୍ସନ ନେଲା ଶ୍ରୀମନ୍ଦିର ପ୍ରଶାସନ । ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଉପରେ ଜଣେ ଅନଧିକୃତ ବ୍ୟକ୍ତି ଚଢିଥିବା ଅଭିଯୋଗରେ ପୁରୀ ସିଂହଦ୍ୱାର ଥାନାରେ ଦାୟର ହୋଇଛି ଏତଲା ।ନିୟମ ଅନୁସାରେ ରଥ ଉପରେ କେବଳ…

ରାମାୟଣ’ରେ ଲାରା ଦତ୍ତାଙ୍କ କୈକେୟୀ ଲୁକ୍‌କୁ ନେଇ ବିବାଦ। ରକୁଲଙ୍କୁ ନେଇ ଅଧିକ ଚର୍ଚ୍ଚା

ରିଲିଜ୍ ହୋଇଛି ଫିଲ୍ମ 'ରାମାୟଣ'ର ଟ୍ରେଲର । ଯାହା ଦର୍ଶକଙ୍କ ଉତ୍ସାହକୁ ଦ୍ବିଗୁଣିତ କରିଛି। ଟ୍ରେଲରରେ ରକୁଲ ପ୍ରୀତଙ୍କୁ ଶୂର୍ପଣଖା ଭୂମିକାରେ ଦେଖିବାକୁ ମିଳିଛି । ସେ ତାଙ୍କ ଚରିତ୍ରରେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି ।ରାମାୟଣ' ଟ୍ରେଲରରେ ରଣବୀର କପୁରଙ୍କୁ ଭଗବାନ ରାମ, ୟଶଙ୍କୁ ରାବଣ…

ହୀରାକୁଦରୁ ଖୋଲିଲା ଆଉ ୧୦ ଗେଟ୍ , ମୋଟ ୧୨ ଗେଟ୍‌ରେ ବହୁଛି ବନ୍ୟାଜଳ

ଭୁବନେଶ୍ଵର(ରାଜ୍ୟ କାହାଣୀ )ଫୁଲୁଛି ହୀରାକୁଦ ଜଳଭଣ୍ଡାର ।ଉପର ମୁଣ୍ଡରେ ଲଗାଣ ବର୍ଷା ଓ ଜଳ ପ୍ରବେଶ ବୃଦ୍ଧି ପାଇବା ପରେ ଡ୍ୟାମରୁ ଆଉ ୧୦ଟି ଗେଟ୍ ଖୋଲିଛି ହୀରାକୁଦ କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ପୂର୍ବରୁ ଦେଖାଦେଇଥିବା ବନ୍ୟା…

ରାଜଧାନୀରେ ଜଘନ୍ୟ ହତ୍ୟାକାଣ୍ଡ: ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ

ଭୁବନେଶ୍ଵର ( ରାଜ୍ୟ କାହାଣୀ )ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଲିଙ୍ଗରାଜ ଥାନା ଅନ୍ତର୍ଗତ ଗାୟତ୍ରୀ ବସ୍ତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା କରାଯାଇଛି। ମୃତ ଯୁବକଜଣକ ହେଲେ ଜିତୁ କାଣ୍ଡି।ସେ ଜଣେ ଶ୍ରମିକ । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ ।…