ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ୧ ଲକ୍ଷ ଆମେରିକୀୟ ଡଲାର
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ କରିଥିବା ବିଦେଶୀ ଛାତ୍ରୀଛାତ୍ରଙ୍କୁ ସେଠାରେ ଚାକିରି କରିବା ପାଇଁ ୧ ଲକ୍ଷ ଆମେରିକୀୟ ଡଲାର (ପ୍ରାୟ ୯୬!-->…