ଜାପାନରେ ୭.୧ ତୀବ୍ରତାଯୁକ୍ତ ଭୂମିକମ୍ପ: ସୁନାମି ସତର୍କତା ଜାରି

ଜାପାନର କୁମାମୋଟୋର କ୍ୟୁଶୁ ଅଞ୍ଚଳରେ ଏକ ଶକ୍ତିଶାଳୀ ୭.୧ ତୀବ୍ରତାଯୁକ୍ତ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ ସମୁଦ୍ରରେ ଜୁଆର ଉଠିବା ଆଶଙ୍କା ରହିଛି ବୋଲି ଜାପାନ ପାଣିପାଗ ସଂସ୍ଥା ଏହି ସୂଚନା ପ୍ରକାଶ କରିଛି। ଜେଏମଏ ବା ଜାପାନ ପାଣିପାଗ ବିଭାଗର…

ଲଗାଣ ବର୍ଷା ସତ୍ତ୍ୱେ ରାଜ୍ୟର ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ :ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଲଗାଣ ବର୍ଷା ପରେ ରାଜ୍ୟର ବନ୍ୟା ଓ ବର୍ଷା ସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରେସମିଟ୍ କରି ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଥିବା କହିଛନ୍ତି। ସରକାର ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଥିବା…

ନିଟ୍ ଆନ୍ଦୋଳନ : ‘ଯାଞ୍ଚ୍ କରାଯାଉ,କାର୍ଯ୍ୟାନୁଷ୍ଠାନ ନହେଉ ବୋଲି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଅଟକ ନାବାଳକଙ୍କୁ ତୁରନ୍ତ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି କୋର୍ଟ । କକରୋଚ୍ ଜନତା ପାର୍ଟି (CJP) ନେତୃତ୍ୱରେ ହୋଇଥିବା ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି । କୋର୍ଟ…

ମଧ୍ୟାହ୍ନ ଭୋଜନରେ ଝିଟିପିଟି,୩୦ ଛାତ୍ର ଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୩୦ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତିl ଦ୍ଵିତୀକୃଷ୍ଣ ପଟ୍ଟନାୟକ ଡେଲାଙ୍ଗ ଅରାଗଡ଼ ଅପର ପ୍ରାଇମେରୀ ସ୍କୁଲରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡ଼ିଥିବା ଯୋଗୁଁ ପିଲାମାନେ ଅସୁସ୍ଥ ହେଇଥିବା…

ବାଦଶାହ–ଇଶା ରିଖିଙ୍କ ସମ୍ପର୍କରେ ଫାଟ? ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା

ବଲିଉଡର ଲୋକପ୍ରିୟ ରାପର ବାଦଶାହ ଓ ଅଭିନେତ୍ରୀ ଇଶା ରିଖିଙ୍କ ବୈବାହିକ ଜୀବନକୁ ନେଇ ପୁଣି ଜୋର ଧରିଛି ଚର୍ଚ୍ଚା । ବିବାହର ମାତ୍ର କିଛି ମାସ ପରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ନେଇ ସୋସିଆଲ ମିଡିଆରେ ବିଭିନ୍ନ ଅଟକଳ ଚାଲିଛି ।ବାଦଶାହଙ୍କ ସହିତ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହେବାର…

ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ତଦନ୍ତ କମିସନ୍ ଫାଇଲ୍ ଗାଏବ ଘଟଣା । ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ତଦନ୍ତ କମିସନ୍ ଫାଇଲ୍ ଗାଏବ ଘଟଣା । ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି ମାମଲାକୁ ପୁନଃ ରୁଜୁ କରାଯାଇ ‘ସିଆଇଡି ସିବି ପିଏସ୍‌…

ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍

ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । ଭାରତୀୟ ଆର୍ଥିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଭାରତୀୟ କେନ୍ଦ୍ରୀୟ ବ୍ୟାଙ୍କ (RBI) ପକ୍ଷରୁ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ବା ପଲିମର ନୋଟ୍ ପ୍ରଚଳନ ପାଇଁ କ୍ଷେତ୍ରୀୟ ପରୀକ୍ଷା କରାଯିବ I ଏନେଇ…

ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇ କ୍ଷମା ମାଗିଲା ମେଟା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ଏକ ସେଲ୍ଫି ମୋଡରେ ଭିଡିଓ ରେକର୍ଡ କରି ଯୁବପିଢ଼ିଙ୍କୁ ସମ୍ବୋଧନ କରିଥିଲେ। ତେବେ ଆଜି କିଛି ସମୟ ପାଇଁ…

ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ମଞ୍ଚନାଥ ବିହାରରୁ ଆସିଛି ଏହି ଅଭିଯୋଗ । ପାରିବାରିକ କଳହ ଯୋଗୁ ହତ୍ୟା କାଣ୍ଡ ହୋଇଥିବା ସନ୍ଦେହ। ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରୁ ବାପାଙ୍କ ରକ୍ତାକ୍ତ ମୃତଦେହ ଜବତ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର (ରାଜ୍ୟ କାହାଣୀ )ସେପ୍ଟେମ୍ବର ୩୦ରେ ହେବ OSSTET ପରୀକ୍ଷା । ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ ତାରିଖ ଘୋଷଣା କରିଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ । ସେପ୍ଟେମ୍ବର ୩୦ ତାରିଖରେ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ହେବ । ଗୋଟିଏ ସିଟିଂରେ ହେବ…