ରତ୍ନ ସିଂହାସନରେ ମହାପ୍ରଭୁ । ଆଜିଠୁ ମିଳିବ ନୀଳାଚଳ ଅବଢା
ଭୁବନେଶ୍ୱର (ରାଜ୍ୟ କାହାଣୀ )ଲକ୍ଷାଧିକ ଭକ୍ତଙ୍କୁ ଛାଡ଼ି ବିଧିବିଧାନକୁ ମହତ୍ତ୍ୱ ଦେଇ ମହାପ୍ରଭୁ ବାହୁଡ଼ିଗଲେ । ନୀଳାଚଳରେ ବିଜେ କଲେ ନୀଳାଦ୍ରିନାଥ । ଆର ବର୍ଷକୁ ଅପେକ୍ଷା କରି ବଡ଼ଦାଣ୍ଡରେ ରହିଗଲେ ତାଙ୍କର ଅସଂଖ୍ୟ ଭକ୍ତ । ୧୨ ଦିନ ଧରି ଶ୍ରୀକ୍ଷେତ୍ରରେ ଚାଲିଥିବା କାଳିଆ ସାଆନ୍ତଙ୍କ!-->…