ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ; ୫ ଓଡିଆ ମୃତ

ତାମିଲନାଡୁ ଗ୍ୟାସ୍ ଟ୍ରାଜେଡିରେ ଏକ ବଡ ଓ ଦୁଃଖଦ ଖବର ସୋମବାର ସାମ୍ନାକୁ ଆସିଛି। ଏଥିରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ ବିଭାଗ ଓ

ବିନା ଟିକେଟରେ ଟ୍ରେନରେ ଉଠିଲେ ଦି’ଗୁଣା ଫାଇନ, ଭିକ୍ଷା ମାଗିଲେ ବି ଜରିମାନା

ଜନ ବିଶ୍ବାସ ଅଧିନିୟମ ୨୦୨୬ରେ ବାଜିଲା ମୋହର । ଏଣିକି ଟ୍ରେନ କିମ୍ବା ରେଳ ପ୍ଲାଟଫର୍ମରେ ଖାଦ୍ୟ କିମ୍ବା ଅନ୍ୟ କୌଣସି ସାମଗ୍ରୀ ବିକ୍ରି କରିପାରିବେନି ବୁଲା ବିକାଳି । ଏପରିକି ଭିକ୍ଷାବୃତ୍ତି ଉପରେ ବି ରୋକ ଲାଗିଛି । ରେଳବାଇ ଅଧିନିୟମର ଧାରା ୧୩୭ ଅନ୍ତର୍ଗତ ରେଳ ପ୍ରଶାସନକୁ ପ୍ରତାରିତ

ରାଜ୍ୟସଭା କ୍ରସ୍‌ ଭୋଟିଂ ଅଭିଯୋଗ ଘଟଣା , ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣା। ବିଜେଡିର ଅଯୋଗ୍ୟତା ଆବେଦନକୁ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନ ସମୟରେ କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗରେ ଆଠ ଜଣ ବିଧାୟକଙ୍କ ବିରୋଧରେ ବିଜେଡ଼ି ଏହି

୫୨ ବର୍ଷରେ ପଦାର୍ପଣ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ (ଜୋସେଫ ବିଜୟ)ଥାଲାପତି ବିଜୟ !

ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଟିଭିକେ ମୁଖ୍ୟ ଥାଲାପତି ବିଜୟଙ୍କ ଆଜି ୫୨ ତମ ଜନ୍ମଦିନ । ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ ବର୍ତ୍ତମାନ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ

ଭତ୍ତା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏକାଥରେ ମିଳିଲା ଦୁଇ ମାସର ଭତ୍ତା ରାଶି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ଲକ୍ଷାଧିକ ଭତ୍ତା ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ୧୭ ଲକ୍ଷ ୬୦ ହଜାର ୪୩୫ ଜଣ ଭତ୍ତା ହିତାଧିକାରୀଙ୍କୁ ଏକାଥରେ ଏପ୍ରିଲ୍ ଓ ମେ ମାସର ଭତ୍ତା ରାଶି ପ୍ରଦାନ କରାଯାଇଛି । ଜୁନ୍ ମାସର ଭତ୍ତା ପ୍ରଦାନ ପ୍ରକ୍ରିୟା ମଧ୍ୟ ଜାରି ରହିଛି । ଏନେଇ

ତାମିଲନାଡୁ ଗ୍ୟାସ୍ ଲିକ୍‌ ଘଟଣା, ଚେନ୍ନାଇରେ ପହଁଚିଲେ ଓଡିଶା ସରକାରଙ୍କ ଟିମ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚେନ୍ନାଇରେ ପହଁଚିଲେ ଓଡିଶା ଟିମ୍ । ଚେନ୍ନାଇରେ ଘଟିଥିବା ଗ୍ୟାସ ଲିକ୍ ଘଟଣା ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ଟିମ୍ ଚେନ୍ନାଇରେ ପହଞ୍ଚିଥିବା ସୂଚନା ମିଳିଛି। ଟିମର ନେତୃତ୍ୱ ନେଉଛନ୍ତି ଶ୍ରମ ଓ ଇଏସଆଇ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ରାଜେଶ ଅଗ୍ରୱାଲା ।

ସମ୍ବଲପୁରରେ ଛୁଆ ଚୋର ଭାବି ପ୍ରଚଣ୍ଡ ମାଡ଼, ଉଦ୍ଧାର କଲା ପୋଲିସ

ଭୁବନେଶ୍ୱର (ରାଜ୍ୟକାହାଣୀ )ସମ୍ବଲପୁର ସହରରେ ଗୋଟିଏ ଦିନରେ ଦୁଇଟି ଭିଡ଼ ହିଂସାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି। ବଡ଼ବଜାରରେ ପିଲାଚୋର ସନ୍ଦେହରେ କେରଳର ପ୍ରବାସୀ ଶ୍ରମିକ ବିଷ୍ଣୁ କୈସ (୩୧)ଙ୍କୁ ଘେରିଯାଇ କିଛି ଲୋକ ଆକ୍ରମଣ କରିଥିଲେ। ତେବେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଯିବାରୁ ଏହି

ସାରା ରାଜ୍ୟରେ ବଦଳିଲା ପାଗର ମିଜାଜ , ଟୁଇନ୍ ସିଟି ଭୁବନେଶ୍ୱର ଓ କଟକରେ ସକାଳୁ ଲାଗି ରହିଛି ମୌସୁମୀ ବର୍ଷା 

ଭୁବନେଶ୍ଵର(ରାଜ୍ୟ କାହାଣୀ) ସାରା ରାଜ୍ୟରେ ବଦଳିଛି ପାଗର ମିଜାଜ । ମେଘୁଆ ଆକାଶ ସାଙ୍ଗକୁ ଝିପିଝିପି ବର୍ଷାରେ ଭିଜୁଛି ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ।ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି ।  ଆସନ୍ତାକାଲି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ ।  ଓଡ଼ିଶାରେ ମୌସୁମୀ

ରାୟଗଡ଼ା ଭିଡ଼ ହିଂସାକୁ କଡ଼ା ନିନ୍ଦା, ବିଜେପି କୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା। ପ୍ରେସମିଟ୍ ରେ ବର୍ଷିଲା ବିରୋଧୀ ଦଳ। ।ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ ଓ ବରିଷ୍ଠ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟରେ ପ୍ରତିଦିନ

ଇଥା ର ଟିଜରରେ ଶ୍ରଦ୍ଧା କପୁରଙ୍କ ନୂଆ ଲୁକ୍, ଫ୍ୟାନ୍ସ ହେଲେ ଆଶ୍ଚର୍ଯ୍ୟ

ଫିଲ୍ମ ‘ଇଥା’ ଜରିଆରେ ବଡ଼ ପରଦାକୁ ଆସିବେ ‘ସ୍ତ୍ରୀ’ ନାୟିକା ଶ୍ରଦ୍ଧା କପୁର । ଫିଲ୍ମଟି କିମ୍ବଦନ୍ତୀ ମରାଠୀ ଲାବଣୀ ନୃତ୍ୟଶିଳ୍ପୀ ବିଠାବାଈ ଭାଉ ମାଙ୍ଗ ନାରାୟଣଗାଓଁକରଙ୍କ ଜୀବନର ନାଟ୍ୟ ରୂପାନ୍ତର । ଶ୍ରଦ୍ଧାଙ୍କ ଇଥା’ ର ଟିଜର ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି, ଯେଉଁଥିରେ