ପୁରୀ ରଥଯାତ୍ରା ଦଳାଚକଟା ଘଟଣା, ଜବାବ ତଲବ କଲେ ମାନବାଧିକାର କମିଶନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରଥଯାତ୍ରା ଭିଡ଼ରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ଜବାବ ତଲବ । ଏହି ଘଟଣାରେ କମିଶନ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି। ଏଥିସହ ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ଉପଯୁକ୍ତ ଓ…

ଶ୍ରୀମନ୍ଦିରରେ ଏଏସଆଇ ଟିମ୍, ଗର୍ଭଗୃହ-ନାଟମଣ୍ଡପ ସଂରକ୍ଷଣ କାର୍ଯ୍ୟର ଅନୁଧ୍ୟାନ

ଶ୍ରୀମନ୍ଦିରରେ ଏଏସଆଇ ଟିମ୍। ରତ୍ନସିଂହାସନ ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା ରେ ଯାଇଛନ୍ତି ମହାପ୍ରଭୁ। ଏଣୁ ଏହି ସମୟରେ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ୟ୍ୟ କରାଯିବ ।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ…

ଏପ୍ରିଲରୁ ଜୁନ ମଧ୍ୟରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୌରାଞ୍ଚଳ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପୌରାଞ୍ଚଳ ପାଇଁ ୧୨ ହଜାର ଇଭିଏମ, ଆଉ ୬ ହଜାର ନୂଆ ଇଭିଏମ ଆବଶ୍ୟକ ରହିଛି । ଏହାସହ ବାଲଟ୍ ପେପର୍, ପରିବହନ ବ୍ୟବସ୍ଥା ଓ…

ଆୟୁଷ୍ମାନ କାର୍ଡରେ ମିଳିବ ମାଗଣା କ୍ୟାନସର ଚିକିତ୍ସା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ! ଆଉ ଅର୍ଥ ଅଭାବରୁ ଅଧାରୁ ରହିବନି କ୍ୟାନସର ଚିକିତ୍ସା । ଆୟୁଷ୍ମାନ ଭାରତ ଯୋଜନାରେ ୧୨୧ଟି ନୂଆ ପ୍ୟାକେଜ୍ ସାମିଲ କରି ରାଜ୍ୟର କୋଟି କୋଟି ଜନସାଧାରଣଙ୍କ ପାଇଁ ଆଶାର ନୂଆ କିରଣ ଦେଖାଇଛନ୍ତି ମୋହନ…

ସିଏମ୍‌ଓରୁ ଫାଇଲ୍‌ ଗାଏବ ଘଟଣା , କ୍ୟାପିଟାଲ ଥାନାରେ ହାଜର ହେଲେ ପୂର୍ବତନ IT ସଚିବ ମନୋଜ ମିଶ୍ର

ଭୁବନେଶ୍ୱର (ରାଜ୍ୟ କାହାଣୀ )ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ତଦନ୍ତ କମିଶନ ଫାଇଲ ଗାଏବ ଘଟଣାରେ କ୍ୟାପିଟାଲ ଥାନାରେ ହାଜର ହେଲେ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ର । ସେ ତାଙ୍କର ପକ୍ଷ ରଖିଛନ୍ତି । ସେ କହିଛନ୍ତି, CMOରୁ ଫାଇଲ ଗାଏବ ହୋଇଥିବାରୁ ସେତେବେଳେ କାମ କରୁଥିବା ସମସ୍ତ ଅଧିକାରୀଙ୍କୁ…

ମହାପ୍ରଭୁଙ୍କ ଟାହିଆ ଖୋଲାଯିବା ପ୍ରସଙ୍ଗରେ ମୁହଁ ଖୋଲିଲେ ବାଡଗ୍ରାହୀ । ପର୍ବତ ପରି ଓଜନ ହୋଇଯାଇଥିଲା ଟାହିଆ

ମହାପ୍ରଭୁ ଜଗନ୍ନାଥଙ୍କ ଟାହିଆ ଖୋଲାଯିବା ନେଇ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ରାଜକୁମାର ସ୍ବାଇଁ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସୋଲରେ ତିଆରି ଟାହିଆ ପର୍ବତ ପରି ଓଜନିଆ ହୋଇଗଲା। ଏହାକୁ ଦଇତାପତିମାନେ ଉଠାଇବାରେ ସକ୍ଷମ ହୋଇ ନ ଥିଲେ। ଦୀର୍ଘ ୪୫ ମିନିଟ୍‌ ଧରି ଜଗନ୍ନାଥ ନ…

ଶ୍ରୀହରିକୋଟାରୁ ପ୍ରଥମ ଘରୋଇ ରକେଟ ଉତକ୍ଷେପଣ; ବିକ୍ରମ-୧ର ଐତିହାସିକ ଉଡ଼ାଣ

ମହାକାଶ ଅନୁସନ୍ଧାନ କ୍ଷେତ୍ରରେ ଭାରତ ଇତିହାସ ସୃଷ୍ଟି କରିଛି। ହାଇଦ୍ରାବାଦସ୍ଥିତ ଘରୋଇ ମହାକାଶ କମ୍ପାନୀ ସ୍କାଏରୁଟ ଏରୋସ୍ପେସ ଦ୍ୱାରା ବିକଶିତ ବିକ୍ରମ-୧ ରକେଟ ଏହାର ପ୍ରଥମ କକ୍ଷପଥ ମିଶନ ପାଇଁ ଉତକ୍ଷେପଣ କରିଛି। ସୂଚନାମୁତାବକ ଆନ୍ଧ୍ରପ୍ରଦେଶର ତିରୁପତି ଜିଲ୍ଲାର ଶ୍ରୀହରିକୋଟାର ସତୀଶ…

ସଲମାନଙ୍କ ପରେ ଆମିର ଖାନଙ୍କୁ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ୍‌ର ଧମକ

ସଲମାନ ଖାନଙ୍କ ପରେ, ଆମିର ଖାନ ଏବେ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗର ଟାର୍ଗେଟରେ ପରିଣତ ହୋଇଛନ୍ତି। ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଆରଜୁ ବିଷ୍ନୋଇ ଏବଂ ଟାଇସନ ବିଷ୍ନୋଇ ସୋସିଆଲ ମିଡିଆରେ ଆମିର ଖାନଙ୍କୁ ଧମକ ଦେଇ ପୋଷ୍ଟ ଏବଂ ଅଡିଓ ମେସେଜ ପଠାଇଛନ୍ତି।ଆମିର ଖାନଙ୍କୁ ମିଳିଥିବା ଧମକରେ…

ଏଣିକି ନବମ-ଦଶମ ପିଲାଙ୍କୁ ମିଳିବ କ୍ୟାରିୟର ଗାଇଡାନ୍ସ

ଭୁବନେଶ୍ଵର (ରାଜ୍ୟ କାହାଣୀ )ନବମ ଓ ଦଶମ ଶ୍ରେଣୀ ଛାତଛାତ୍ରୀଙ୍କୁ ମିଳିବ କ୍ୟାରିୟର ଗାଇଡାନ୍ସ। ପାଠପଢା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ସେନେଇ ଦିଆଯିବ ମାର୍ଗଦର୍ଶନ। ଏଥିପାଇଁ ମାସର ପ୍ରତି ପ୍ରଥମ ଓ ତୃତୀୟ ଶନିବାର ଦିଆଯିବ କ୍ୟାରିୟର ଗାଇଡାନ୍‌ସ। ସକାଳ ସାଢ଼େ ୧୦ଟାରୁ ସାଢ଼େ…

ରକେଟ୍‌ ବିକ୍ରମ-୧ ଉତକ୍ଷେପଣ ସ୍ଥଗିତ । ଏହି ନିଷ୍ପତ୍ତି ପଛର ସଠିକ୍ କାରଣ ଜଣା ପଡ଼ିନାହିଁ 

ଭାରତର ପ୍ରଥମ ବେସରକାରୀ କକ୍ଷପଥ ରକେଟ୍ ବିକ୍ରମ-୧ ଉତକ୍ଷେପଣ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଛି । ନିର୍ଦ୍ଧାରିତ ଉତକ୍ଷେପଣ ସମୟର ପ୍ରାୟ ୫ ମିନିଟ୍ ପୂର୍ବରୁ କାଉଣ୍ଟଡାଉନ୍ ବନ୍ଦ କରାଯାଇଥିଲା । ଏହି ନିଷ୍ପତ୍ତି ପଛର ସଠିକ୍ କାରଣ ସମ୍ପର୍କରେ ତୁରନ୍ତ କୌଣସି ସରକାରୀ ସ୍ପଷ୍ଟୀକରଣ…