ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା , ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ଵର( ରାଜ୍ୟ କାହାଣୀ) ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ‘ସୁଦୃଶ୍ୟ ଲଘୁଚାପ ବଳୟ’ ସକ୍ରିୟ ରହିଛି । ଆଗାମୀ ୨ ଦିନ ମଧ୍ୟରେ ଏହି ସିଷ୍ଟମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର!-->…