୧୫ ଜୁଲାଇରୁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଆବେଦନ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଆବେଦନ ତାରିଖ ଘୋଷଣା। ଏଥିପାଇଁ ଆବେଦନ ପ୍ରକ୍ରିୟା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହୋଇ ୧୪ ଅଗଷ୍ଟ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ଆଜି (ମଙ୍ଗଳବାର) ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀରେ!-->…