ମୟୁରଭଞ୍ଜ ପାହାଡପୁରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର (ରାଜ୍ୟକାହାଣୀ )ମୟୁରଭଞ୍ଜ ପାହାଡପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପାହାଡପୁର ହେଲିପାଡରେ ଓହ୍ଲାଇଲେ ପ୍ରଧାନମନ୍ତ୍ରୀ। ଏମଆଇ-୧୭ ହେଲିକପ୍ଟର ଯୋଗେ ପାହାଡପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି। ରାଜ୍ୟପାଳ,

ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ପତ୍ର ସ୍ମାରକୀ ପ୍ରଦାନ କରିଛନ୍ତି…

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ୬୮ତମ ଜନ୍ମଦିନ। ନିଜ ଜନ୍ମମାଟିରେ ହିଁ ଜନ୍ମଦିନକୁ ପାଳନ କରିବେ ମହାମହିମ।ତେବେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ପତ୍ର

ଜନ୍ମଦିନ ଅବସରରେ ଗୋଲାପୀ ଓ ନୀଳ ରଙ୍ଗର ସୁନ୍ଦର ପାଟ ଶାଢ଼ୀ ପିନ୍ଧିବେ ମହାମହିମ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ । ଆଉ ଏହି ଜନ୍ମଦିନକୁ ନିଜ ଜନ୍ମମାଟିରେ ପାଳନ କରୁଛନ୍ତି ଦେଶର ପ୍ରଥମ ନାଗରିକ । ମୟୂରଭଞ୍ଜର ପାହାଡ଼ପୁର ଗାଁରେ ଏବେ ଉତ୍ସବର ମାହୋଲ । ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ଦେଖିବାକୁ ମିଳିଛି ଖୁସିର ଲହରୀ । ଆଉ

ଭାରତକୁ FATFର ଉପାଧ୍ୟକ୍ଷ ପଦ : ପ୍ରଥମ ଥର ପାଇଁ ମିଳିଲା ବଡ ସଫଳତା

ଭାରତକୁ ଅନ୍ତର୍ଜାତୀୟ ମଞ୍ଚରେ ବଡ ସଫଳତା ।ପ୍ରଥମ ଥର ପାଇଁ ଭାରତକୁ ମନି ଲଣ୍ଡରିଂ ଏବଂ ଟେରର ଫାଇନାନସିଂ ବିରୋଧରେ ଲଢିବା ଦିଗରେ ସଫଳକା ମିଳିଛି । ୧୯୯୪ ବ୍ୟାଚର ଆଇଏଏସ ଅଧିକାରୀ ତଥା ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟର ସଚିବ ବିବେକ ଅଗ୍ରଓ୍ୱାଲଙ୍କୁ ଫାଇନାନ୍ସିଆଲ ଆକ୍ସନ୍ ଟାସ୍କ

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଉତ୍ତର ଓଡ଼ିଶାର ଅନେକ ସ୍ଥାନ ଏବଂ ଦକ୍ଷିଣ ଉପକୂଳର କିଛି ଜାଗାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ ।ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର,

ଜନ୍ମମାଟିରେ ଜନ୍ମଦିନ ପାଳିବେ ରାଷ୍ଟ୍ରପତି, ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ

ଓଡ଼ିଶାର ଡିଜିଟାଲ ପରିମଳ ମଡେଲକୁ ବିଶ୍ୱସ୍ତରୀୟ ସ୍ୱୀକୃତି

ଭୁବନେଶ୍ୱର, ରାଜ୍ୟ କାହାଣୀ- ଓଡ଼ିଶାର ସହରାଞ୍ଚଳ ପରିମଳ କ୍ଷେତ୍ର ପାଇଁ ଏକ ଗୌରବମୟ ସଫଳତା ଏବଂ 'ସାଉଥ୍-ସାଉଥ୍ କୋଅପରେସନ୍' (ଦକ୍ଷିଣ-ଦକ୍ଷିଣ ସହଯୋଗ) କ୍ଷେତ୍ରରେ ଏକ ଗର୍ବର ମୁହୂର୍ତ୍ତ ସ୍ୱରୂପ, ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ ଜାତିସଂଘ-ହାବିଟାଟ୍ ଦ୍ୱାରା ସମର୍ଥିତ ଏକ

କେଶ ଝଡ଼ିବା ରୋକିବା ପାଇଁ କେଉଁ ଖାଦ୍ୟ ଖାଇବା ଉଚିତ୍ ?

କେଶ ପାଇଁ ପୃଷ୍ଟିକର ଖାଦ୍ୟର ନହାତି ଆବଶ୍ୟକତା ରହିଛି । କିନ୍ତୁ ସଠିକ୍ ଖାଦ୍ୟ ନ ଖାଇଲେ କେଶରେ ବିଭିନ୍ନ ସମସ୍ୟା ଉପୁଜିଥାଏ । ସୁସ୍ଥ ଏବଂ ମଜବୁତ କେଶ ପାଇଁ ଡାଏଟ୍ ଅନୁସରଣ କରିବା ଉଚିତ ଯେଉଁଥିରେ ଆଣ୍ଟିଅକ୍ସିଡାଣ୍ଟ, ଆଇରନ୍, ଭିଟାମିନ୍ ଡି ଏବଂ ବାୟୋଟିନ୍ ଅନ୍ତର୍ଭୁକ୍ତ । ଖାଦ୍ୟର

ଚଳିତ ଶିକ୍ଷା ବର୍ଷ ପାଇଁ ଯୁକ୍ତ ୩ ସିଟ ବୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ଯୁକ୍ତ ୩ (UG) ସିଟ୍ ବୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ । ରାଜ୍ୟର ବିଭିନ୍ନ କଲେଜରେ ମୋଟ ୧୦ ହଜାର ୩୭୨ ଅତିରିକ୍ତ ସିଟ ବୃଦ୍ଧି କରାଯାଇଛି । ସରକାରୀ କଲେଜରେ ୪୬୮୪ ସିଟ୍, ୪୮୮ ବର୍ଗ କଲେଜରେ ୩୪୧୬ ସିଟ୍ , ୬୬୨ ବର୍ଗ ଅନୁଦାନପ୍ରାପ୍ତ କଲେଜରେ ୧ ହଜାର ୫୬ ସିଟ୍

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମହାମହିମ । ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ଆସନ୍ତାକାଲି ଆସିବେ ପ୍ରଧାନମନ୍ତ୍ରୀ । ପ୍ରଥମଥର ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ