ଅସ୍ତ୍ରବିରତି ପରେ ପୁଣି ଇରାନ ଉପରେ ଟ୍ରମ୍ପସେନାର ମିସାଇଲ ମାଡ଼!

ପଶ୍ଚିମ ଏସିଆରେ ପୁଣି ଥରେ ଯୁଦ୍ଧର କଳାବାଦଲ । ଆମେରିକା ଏବଂ ଇରାନ ମଧ୍ୟରେ ଗତ ମାସରେ ହୋଇଥିବା ଅସ୍ତ୍ରବିରତି ଚୁକ୍ତି ଏବେ ବିପଦରେ । ଇରାନ ବିରୋଧରେ ଆମେରିକା ପକ୍ଷରୁ ପୁଣି ଥରେ ସାମରିକ ଆକ୍ରମଣ ଆରମ୍ଭ ହୋଇଯାଇଛି ।ଇରାନର ଚେତାବନୀ ମଧ୍ୟରେ ଓମାନ ଉପକୂଳ ନିକଟରେ ୩ଟି ବୃହତ ବାଣିଜ୍ୟିକ…

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବଢୁଛି

ଭୁବନେଶ୍ୱର ( ରାଜ୍ୟ କାହାଣୀ )ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଛି। କେବଳ ସେତିକି ନୁହେଁ, କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି | ଏହା ହେବା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।…

କେବଳ ଜରିମାନା ନୁହେଁ, ଫିଟନେସ ନିୟମ ଉଲ୍ଲଙ୍ଘନ କଲେ ଜବତ ହେବ ଗାଡ଼ି

ଭୁବନେଶ୍ୱର ( ରାଜ୍ୟ କାହାଣୀ )ରାଜ୍ୟରେ ପରିବହନ ବିଭାଗ ପୁଣି ଥରେ ଆରମ୍ଭ କରିଛି ଜୋରଦାର ଚେକିଂ। ଗାଡ଼ିଗୁଡ଼ିକର ଇନସ୍ୟୁରାନ୍ସ ଫିଟନେସ ଓ ପରମିଟକୁ ନେଇ ବଡ଼ ଡ୍ରାଇଭ ଚାଲିବ। ଇନସୁରାନ୍ସ, ଫିଟନେସ ଏବଂ ପରମିଟ୍ ନଥିଲେ ରାସ୍ତାରେ ଚାଲି ପାରିବନି ଗାଡ଼ି। ଆଜିଠାରୁ ଏହାକୁ କଡ଼ାକଡ଼ି କରିଛି…

କେରଳରେ ଭୟଙ୍କର ଭୂସ୍ଖଳନ, ୨ ମୃତ ଓ ଅନେକ ନିଖୋଜ

କେରଳମ୍‌ ୱାୟନାଡ଼ରୁ ଆସିଲା ଭୟଙ୍କର ଦୃଶ୍ୟ। ମାଡ଼ି ଆସିଲା ମାଟି ଅତଡ଼ା । ଭୂସ୍ଫଳନରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ରୁ ଅଧିକ ନିଖୋଜ ହୋଇଯାଇଛନ୍ତି। ଏବଂ ୮ଜଣ ଗୁରୁତର ହୋଇଛନ୍ତି।ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ଏପର୍ଯ୍ୟନ୍ତ ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଲଗାତାର…

ବଡ଼ ଡ୍ରେନ୍‌ କଡ଼ରେ ହେବ ବ୍ୟାରିକେଡ୍‌: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ଲଗାଣ ବର୍ଷା ଓ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସଜାଗ ହୋଇଛନ୍ତି । ବଡ଼ ବଡ଼ ଡ୍ରେନ୍‌ କଡ଼ରେ ସୁରକ୍ଷା ବ୍ୟାରିକେଡ୍‌ ବ୍ୟବସ୍ଥା କରାଯିବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।ବର୍ଷା ଜଳ…

ନିର୍ମାଣ ହେବ ନୂଆ ରାଜସ୍ୱ ଭବନ : ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।୬ ଶହ କୋଟି ଟଙ୍କା…

କମିଗଲା ସୁନା ଓ ରୂପା ଦର

ଭାରତୀୟ ବଜାରରେ ସୁନା ଓ ରୂପା ଦରରେ ଲଗାତାର ଦ୍ୱିତୀୟ ଦିନ ପାଇଁ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ କାରବାର ଆରମ୍ଭ ହେବା ମାତ୍ରେ ଉଭୟର ଦର ଖସିଥିଲା।ମଙ୍ଗଳବାର ଦିନ ୧ କିଲୋଗ୍ରାମ ରୂପା ଦରରେ ହଠାତ୍ ୫,୨୯୬ ଟଙ୍କାର ହ୍ରାସ ଘଟି ଏହା ୨,୩୦,୮୦୩ ଟଙ୍କାର…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇଣ୍ଡୋନେସିଆ ଗସ୍ତରେ ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଅନେକ ବଡ଼ ଚୁକ୍ତି ହୋଇଛି। ଯେଉଁଥିରେ ଇଭିଏମ ନିର୍ମାଣରେ ସହାୟତା, ଅସ୍ତ୍ର କ୍ଷେପଣାସ୍ତ୍ର କ୍ରୟ, ବ୍ରହ୍ମୋସ କ୍ଷେପଣାସ୍ତ୍ର ପାଇଁ ବ୍ୟାଟେରୀ ଏବଂ ସବାଙ୍ଗ ବନ୍ଦରର ବିକାଶ ଆଦି ରହିଛି ।…

ଗଞ୍ଜାମରେ ଚାଞ୍ଚଲ୍ୟ ! ଗଛରେ ଝୁଲିଲା ମୃତ କଲରାପତରିଆ ବାଘ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ନିମ୍ବ ଗଛରେ ଝୁଲୁଛି କଲରା ପତରିଆ ବାଘର ମୃତଦେହ । ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟ ଏକ ଗଛରୁ କଲରା ପତରିଆ ମୃତଦେହ ଉଦ୍ଧାର । ଫାସରେ ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ତେବେ କିଏ ଏବଂ କାହିଁକି ବାଘକୁ ମାରି ଗଛରେ ଝୁଲାଇଲା, ତାହା ଏବେ…

ପ୍ରଧାନଶିକ୍ଷକଙ୍କ ନାଁରେ ଯୌନ ନିର୍ଯାତନା ଓ ଜାତିଆଣ ଆକ୍ଷେପ ଅଭିଯୋଗ

ଭୁବନେଶ୍ୱର ( ରାଜ୍ୟ କାହାଣୀ )କଲାହାଣ୍ଡି ଭବାନୀପାଟଣାର ସରକାରୀ ସ୍କୁଲରେ ପ୍ରଧାନଙ୍କ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ । ମେଟ୍ରନ ଓ ଦୁଇ ବିଧବା ସିସିଏଙ୍କୁ ଯୌନ ନିର୍ଯାତନା ଦେବା ସହ ଫେବର ମାଗୁଥିବା ଅଭିଯୋଗ ହୋଇଛନ୍ତି । ଫେବର ନଦେବାରୁ ଖୁଲମଖୁଲା ଜାତିଆଣ ଆକ୍ଷେପ କରିବା ସହ…