ସମ୍ ହସ୍ପିଟାଲରେ ଏକ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର
ଭୁବନେଶ୍ୱର, ରାଜ୍ୟ କାହାଣୀ: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାକ୍ତରମାନେ ମାତ୍ର ୨୪ ସପ୍ତାହରେ ଜନ୍ମ ହୋଇଥିବା ଗୋଟିଏ ଅସୁସ୍ଥ ଏବଂ ଅପରିପକ୍ୱ ଶିଶୁର ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ।ଅନ୍ୟ ଏକ!-->…