୮ ତାରିଖ ଯାଏ ପ୍ରବଳ ବର୍ଷିବ, ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୀଷଣ ବର୍ଷା ଆଶଙ୍କାରେ ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।!-->…