ନିରଞ୍ଜନଙ୍କ ତେରଛା ବାଣ ପରେ ଭକ୍ତଙ୍କ କାଉଣ୍ଟର ଆଟାକ୍; ସିନିୟର ନେତା ଚାହିଁଲେ ଗୋଡ ଟଣା ବନ୍ଦ ହେବ

ଭୁବନେଶ୍ୱର (ରାଜ୍ୟକାହାଣୀ )ସିନିୟର ନେତା ଚାହିଁଲେ ଗୋଡ ଟଣା ନୀତି ବନ୍ଦ ହେବ । ଏଭଳି କହି ବରିଷ୍ଠ କଂଗ୍ରେସ ନେତା ପୁର୍ବତନ ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ତେର୍ଚ୍ଚା ବାଣ ମାରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତକାଲି ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ…

ଆରମ୍ଭ ହେଲା ଅମରନାଥ ଅଭିମୁଖେ ତୀର୍ଥଯାତ୍ରା

ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଶ୍ରୀ ଅମରନାଥ ଯାତ୍ରା ୨୦୨୬ ପାଇଁ ପ୍ରଥମ ଦଳକୁ ଜମ୍ମୁରୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଭଗବତୀ ନଗର ବେସ୍ କ୍ୟାମ୍ପରୁ ଯାତ୍ରୀମାନେ ଧାର୍ମିକ ଯାତ୍ରା ଆରମ୍ଭ କରିଛନ୍ତି । ବମ୍ ବମ୍ ଭୋଲେ, ହର ହର ମହାଦେବ କହି ସେମାନେ କାଶ୍ମୀର…

ଇସ୍ରୋ ମୁଖ୍ୟାଳୟକୁ ବୋମା ଧମକ;ତଦନ୍ତ ଆରମ୍ଭ

ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ ତୁରନ୍ତ ତଦନ୍ତ ଆରମ୍ଭ ହୋଇଛି।ପୋଲିସ ସୂଚନା ଅନୁସାରେ, ଇସ୍ରୋ ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନଙ୍କ କାର୍ଯ୍ୟାଳୟକୁ…

ଦିଲ୍ଲୀ ରେ କକ୍ରୋଚ୍ ଜନତା ପାର୍ଟିର ଆନ୍ଦୋଳନର ସମର୍ଥନରେ ଭୁବନେଶ୍ବରରେ ଦିନିକିଆ ଅନଶନ ସତ୍ୟାଗ୍ରହ : ନବନିର୍ମାଣ କୃଷକ…

ଭୁବନେଶ୍ବର, ରାଜ୍ୟ କାହାଣୀ: ଗତ ମେ ୩ ତାରିଖରେ ମେଡ଼ିକାଲ ପ୍ରଦେଶିକା ପରୀକ୍ଷା ପାଇଁ ନିଟ୍ ପ୍ରଶ୍ନପତ୍ର ଲିକ୍ ହେବା ଓ ଗତ ୧୦ ବର୍ଷ ଭିତରେ ୨୦୧୫, ୨୦୧୬, ୨୦୨୧, ୨୦୨୪କୁ ମିଶାଇ ୫ ଥର ନିଟ୍ ପେପର ଲିକ୍ ହେବା ଏବଂ ଅନ୍ୟ ପରୀକ୍ଷାଗୁଡ଼ିକ ସହିତ ୮୯ ଥର ହେବା ଘଟଣାକୁ ନେଇ ହୋଇଥିବା…

ଥାର୍ଡ ଡିଗ୍ରି ମାମଲାରେ ନୂଆ ମୋଡ଼ , ଆଗୁଆ ଜାମିନ ପାଇଁ ହାଇକୋର୍ଟ ଗଲେ ନିଲମ୍ବିତ IIC

କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନାରେ ମାଆ-ପୁଅଙ୍କୁ ଥାର୍ଡ ଡିଗ୍ରୀ ଘଟଣା । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ଆଇଆଇସି ସନ୍ଧ୍ୟାରାଣୀ ଜେନା ।ମେ’ ୨୫ ତାରିଖ ଦିନ କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନାର ଥାନା ଭିତରେ ମାଆ ପୁଅଙ୍କୁ ଥାର୍ଡ…

ରାମ ମନ୍ଦିରରେ ନିଯୁକ୍ତି ପାଇଁ ହୋଇଛି ଲାଞ୍ଚ କାରବାର! ପୁଲିସ ସ୍କାନରରେ ୧୨୫ କର୍ମଚାରୀ

ରାମ ମନ୍ଦିରରୁ ଦାନ ଅର୍ଥ ଚୋରି ମାମଲାର ଯାଞ୍ଚ ଚାଲିଥିବା ବେଳେ ଏବେ ଆଉ ଏକ ସାଙ୍ଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ମନ୍ଦିରରେ ହୋଇଥିବା ନିଯୁକ୍ତି ପ୍ରକ୍ରିୟା ଏବେ ସନ୍ଦେହ ଘେରକୁ ଆସିଛି । ସୂଚନା ଅନୁସାରେ, ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ହୋଇଥିବା…

ଓଡ଼ିଶା ହେବ ଗ୍ଲୋବାଲ ଆଲୁମିନିୟମ ହବ୍ , ୧.୧୦ ଲକ୍ଷ କୋଟିର ମେଗା ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ହେବ ଗ୍ଲୋବାଲ ଆଲୁମିନିୟମ ହବ୍ । ୧.୧୦ ଲକ୍ଷ କୋଟିର ମେଗା ଏମଓୟୁ ସ୍ୱାକ୍ଷରିତ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ ଶିଳ୍ପ ବିଭାଗ ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଓ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ମଧ୍ୟରେ ୧…

ଆଜି ବିଶ୍ୱ କ୍ରୀଡ଼ା ସାମ୍ବାଦିକ ଦିବସ

କ୍ରୀଡା ଜଗତକୁ କଭର କରୁଥିବା ବୃତ୍ତିଗତମାନଙ୍କୁ ସମ୍ମାନିତ କରିବା ଏବଂ 1924 ମସିହାରେ ଆନ୍ତର୍ଜାତୀୟ କ୍ରୀଡା ପ୍ରେସ୍ ସଂଘ (AIPS) ପ୍ରତିଷ୍ଠାକୁ ସ୍ୱୀକୃତି ଦେବା ପାଇଁ 2 ଜୁଲାଇରେ ବିଶ୍ୱ କ୍ରୀଡା ସାମ୍ବାଦିକ ଦିବସ ବିଶ୍ୱବ୍ୟାପୀ ପାଳନ କରାଯାଏ।କ୍ରୀଡ଼ା ସାମ୍ବାଦିକ କେବଳ ସ୍କୋର ଲେଖନ୍ତି…

ଜୁଲାଇ ୧୮ରେ ହେବ ଶ୍ରୀମନ୍ଦିରର ବୈଷୟିକ ଯାଞ୍ଚ

ଜୁଲାଇ ୧୮ରେ ହେବ ଶ୍ରୀମନ୍ଦିରର ବୈଷୟିକ ଯାଞ୍ଚ । ରତ୍ନଭଣ୍ଡାର ସମେତ ଶ୍ରୀମନ୍ଦିରର ବିଭିନ୍ନ ସଂରଚନାର ସ୍ଥିତି ଅନୁଧ୍ୟାନ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସ୍‌ଜେଟିଏ)ର ମିଳିତ ଟିମ୍ ପୁରୀରେ ପହଞ୍ଚି ବିସ୍ତୃତ ବୈଷୟିକ ଯାଞ୍ଚ…

ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ !ଦିନକ ପରେ ଓଡ଼ିଶା ଗସ୍ତରେ ଆସିଥାନ୍ତେ କେନ୍ଦ୍ର କେନ୍ଦ୍ର ଗୃହ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଖରାପ ପାଗ ଓ ଆବହାଅବସ୍ଥାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମ ବାତିଲ ।ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ ହୋଇଥିବା ନେଇ ବରଗଡ଼ ଏମପି ପ୍ରଦୀପ…