ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ମୌସୁମୀ ବର୍ଷା। ଆଉ ସପ୍ତାହେ ଧରି ବର୍ଷା ସମ୍ଭାବନା
ଭୁବନେଶ୍ଵର (ରାଜ୍ୟ କାହାଣୀ )ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ରାତି ସାରା ବର୍ଷିବା ପରେ ଏବେ ବି ବର୍ଷୁଛି । ଗତକାଲି ଠାରୁ ବର୍ଷା ଲାଗି ରହିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ!-->…