ସଜେଇ ହେଲାଣି ବିଜେଡି କାର୍ଯ୍ୟାଳୟ ! ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବେ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶଙ୍ଖ ଧରିବେ କି ସୁଜାତା ରାଉତ କାର୍ତ୍ତିକେୟନ ? ଓଡ଼ିଶା ରାଜନୀତିରୁ ସାମ୍ନାକୁ ଆସୁଛି ବଡ଼ ଖବର । ବିଜେଡିରେ ସାମିଲ ହୋଇ ପାରନ୍ତି ପୂର୍ବତନ ବରିଷ୍ଠ ଆଇଏଏସ୍ ଅଫିସର । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ ଆଇଏଏସ୍ ଅଫିସର ସୁଜାତା…

ଅଯୋଧ୍ୟା ରାମମନ୍ଦିର ଦାନରାଶି ସୁରକ୍ଷା ନେଇ ଲାଗୁ ହେଲା ନୂଆ ନିୟମ

ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦ୍ବାରା ଦିଆଯାଉଥିବା ଦାନରାଶିର ସୁରକ୍ଷା ଏବଂ ପାରିଦର୍ଶିତାକୁ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ନୂଆ ବ୍ୟବସ୍ଥା ଲାଗୁ କରିଛନ୍ତି । ଏବେ ଦାନ ଗଣତି କରିବାକୁ ଥିବା କର୍ମଚାରୀ ବିନା ପକେଟ ବସ୍ତ୍ର ପିନ୍ଧି ଥିବା…

ରାଶନ ନିୟମରେ ପରିବର୍ତ୍ତନ! ଅନ୍ତ୍ୟୋଦୟ ଅନ୍ନ ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ମୁଣ୍ଡ ପିଛା ୭ କେଜି 

ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ।ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପ୍ରତି ମାସରେ ୩୫ କିଲୋଗ୍ରାମ ଶସ୍ୟ (ଅନ୍ନ) ଦିଆଯାଉଛି। ଏବେ ଏହାକୁ ବଦଳାଇ ମାସକୁ ପ୍ରତି ବ୍ୟକ୍ତି…

ଧାନ ବିକ୍ରି ପାଇଁ ଟୋକନ ନମିଳିବାରୁ ରାଷ୍ଟ୍ରପତିଙ୍କୁ ଇଚ୍ଛାମୃତ୍ୟୁ’ ଦାବି କରି ଚିଠି ଲେଖିଲେ ଚାଷୀ 

ଧାନ ବିକ୍ରି ସମସ୍ୟାକୁ ନେଇ ପୁଣି ଚର୍ଚ୍ଚାରେ ବରଗଡ଼ ଜିଲ୍ଲା । ଧାନ ମଣ୍ଡିରେ ବିକ୍ରି ପାଇଁ ଟୋକନ ନମିଳିବା ଓ ପ୍ରଶାସନିକ ଅବହେଳା ଅଭିଯୋଗ କରି ଶେଷରେ ରାଷ୍ଟ୍ରପତିଙ୍କ ନିକଟରେ ‘ଇଚ୍ଛାମୃତ୍ୟୁ’ ପାଇଁ ଆବେଦନ କରିଛନ୍ତି ଜଣେ ଯୁବ ଚାଷୀ । ଏଭଳି ଏକ ସମ୍ବେଦନଶୀଳ ତଥା ଦୁଃଖଦ…

ଓଡ଼ିଶାରେ ପ୍ରଥମ ଥର ‘ମଲ୍ଟି ଏଜେନ୍ସି ସାମୁଦ୍ରିକ ସୁରକ୍ଷା ଗ୍ରୁପ୍’ ବୈଠକ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହୋଇଛି ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ ପଲିସି ବା ବହୁ-ସଂସ୍ଥା ସାମୁଦ୍ରିକ ସୁରକ୍ଷା ଗୋଷ୍ଠୀ' ବୈଠକ। । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । । ମଲ୍ଟି ଏଜେନସି ମାରିଟାଇମ ସିକ୍ୟୁରିଟି…

ମୁମ୍ବାଇରେ ମୌସୁମୀର ତାଣ୍ଡବ, ୮ ଘଣ୍ଟାରେ ୨୦୦ ମି.ମି.ରୁ ଅଧିକ ବର୍ଷା

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସିବାର ଘୋଷଣା ପରେ ମୁମ୍ବାଇରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଫଳରେ ମାତ୍ର ୮ ଘଣ୍ଟା ମଧ୍ୟରେ ସହରର ବିଭିନ୍ନ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ…

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌  ଘଟଣା, ନିଶାସେବନରେ ୭ କଏଦୀ ଅସୁସ୍ଥ

ଭୁବନେଶ୍ଵର(ରାଜ୍ୟ କାହାଣୀ) ବ୍ରାଉନ୍‌ସୁଗାର୍‌ ଖାଇ ୭ କଏଦୀ ଅସୁସ୍ଥ । ଭୁବନେଶ୍ବର ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଅଭାବନୀୟ ଘଟଣା । ୩ ଜଣ ଗୁରୁତର ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ୨ ଜଣଙ୍କ…

ଜୁଲାଇ  ୪ ତାରିଖରେ ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ଵର(ରାଜ୍ୟ କାହାଣୀ )ଜୁଲାଇ  ୪ ତାରିଖରେ ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଏକାଧିକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେନେଇ ସରକାରୀ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି। ସମବାୟ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ରହିଛି । ଅମିତ୍ ଶାହଙ୍କ ଗସ୍ତ…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ପଳାତକ ହୀରା ବ୍ୟବସାୟୀ ନୀରବ ମୋଦୀଙ୍କୁଲଣ୍ଡନ ହାଇକୋର୍ଟର ଶକ୍ତ ଧକ୍କା । ବ୍ୟାଙ୍କ ଅଫ୍ ଇଣ୍ଡିଆ ସପକ୍ଷରେ ରାୟ ଶୁଣାଇ ବ୍ରିଟେନର ଏହି ଅଦାଲତ ନୀରବଙ୍କୁ ବ୍ୟାଙ୍କର ୧୦.୭ ମିଲିୟନ ଡଲାର ଅର୍ଥାତ ପ୍ରାୟ ୧୦୦ କୋଟିରୁ ଅଧିକ ଟଙ୍କାର ଋଣ ପରିଶୋଧ କରିବା ପାଇଁ ଦାୟୀ କରିଛନ୍ତି ।ଏହି ପରିମାଣ…

ପୁରୀରେ ହୋଟେଲ୍‌ ମାଲିକକୁ ହତ୍ୟା ; ଅଭିଯୁକ୍ତକୁ ପୁଲିସର ଏନ୍‌କାଉଣ୍ଟର

ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା , ଅଭିଯୁକ୍ତ ଚନ୍ଦନ ପଲାରକୁ ପୁଲିସ୍‌ର ଏନ୍‌କାଉଣ୍ଟର । ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି । ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ହତ୍ୟାକାଣ୍ଡ ।ଗତକାଲି ବଳିଆପଣ୍ଡା ଥାନା ଅଞ୍ଚଳରେ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ ହୋଇଥିଲା । ହୋଟେଲ ମାଲିକ…