ଗାଡ଼ି ମାଲିକଙ୍କ ପାଇଁ ବଡ଼ ଖବର। ଆଗକୁ ନୂଆ BS6 ଗାଡ଼ି ପାଇଁ ୩ ବର୍ଷ ରହିପାରେ PUCC ଭ୍ୟାଲିଡିଟି
ବର୍ତ୍ତମାନ କେନ୍ଦ୍ର ସରକାରBS6ଇଞ୍ଜିନ୍ ଥିବା ଗାଡ଼ିଗୁଡ଼ିକ ପାଇଁ 'ପଲ୍ୟୁସନ ଅଣ୍ଡର କଣ୍ଟ୍ରୋଲ୍ ସାର୍ଟିଫିକେଟ୍' ର ବୈଧତା ୧ ବର୍ଷରୁ ବୃଦ୍ଧି କରି୩ ବର୍ଷକରିବା ନେଇ ବିଚାର କରୁଛନ୍ତି। ୧ ଏପ୍ରିଲ୍ ୨୦୨୦ ପରେ କିଣାଯାଇଥିବା ଯାନବାହାନ ପାଇଁ ଏହି ନିୟମ ଲାଗୁ ହେବ, କିନ୍ତୁ ପୁରୁଣା!-->…