ଆଜି ଆସିବ ପିଏମ୍ କିଷାନର ୨୩ କିସ୍ତି
ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି ଜିଲା ଅନ୍ତର୍ଗତ ତାରକେଶ୍ୱରଠାରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତି ଜାରି କରିବେ ପ୍ରଧାନମନ୍ତ୍ରୀ। ଡିବିଟି (Direct Benefit Transfer) ମାଧ୍ୟମରେ ଦେଶର ୯.୪୪ କୋଟିରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ!-->…