ଅଲ୍ଲୁ ଅର୍ଜୁନଙ୍କୁ କୋର୍ଟର ସମନ
କୋର୍ଟରେ ହାଜର ହେବେ ତେଲଗୁ ଅଭିନେତା। ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ହାଇଦ୍ରାବାଦ ନାମପଲ୍ଲୀ କୋର୍ଟରୁ ସମନ। ଆସନ୍ତା ୨୨ ତାରିଖରେ କୋର୍ଟରେ ହାଜର ହେବାକୁ କୁହାଯାଇଛି। ଦଳାଚକଟା ମାମଲାରେ ହାଇଦ୍ରାବାଦ କୋର୍ଟ ପକ୍ଷରୁ ଏହି ସମନ ଜାରି କରାଯାଇଛି।ସୂଚନା ଯୋଗ୍ୟ, ହାଇଦ୍ରାବାଦରେ ଫିଲ୍ମ!-->…