ପ୍ରକୃତ ଡିସଚାର୍ଜ ପେପର୍ ନଦେଲେ, ହସ୍ପିଟାଲ ଛାଡ଼ିବେନି ଚାମେଲି

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରକୃତ ଡିସଚାର୍ଜ ପେପର୍ ନଦେଲେ,ଛାଡ଼ିବେନି ହସ୍ପିଟାଲ । ଚାମେଲି ମାମଲାରେ ନୂଆ ବିବାଦ । ଆଜି ତାଙ୍କୁ ହସ୍ପିଟାଲ କର୍ତୃପକ୍ଷ, ଡିସଚାର୍ଜ କରିଛନ୍ତି କିନ୍ତୁ ଚାମେଲି ହସ୍ପିଟାଲରେ ୧୧ତାରିଖରେ ଭର୍ତ୍ତି ହୋଇଥିବାବେଳେ ଡିସଚାର୍ଜ ପେପରରେ ୧୧ତାରିଖ ବଦଳରେ

ରାଜ୍ୟରେ ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ରାଜ୍ୟରେ ପୁଣି ଥରେ ସକ୍ରିୟ ହେବାକୁ ଯାଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା କିଛି ଦିନ ମଧ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ଅଧିକାଂଶ ଜିଲ୍ଲାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ଦେଖାଦେଇଛି ।ତେବେ ମୌସୁମୀ ଓ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ଜାରି

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବ ମୁଖର ସମ୍ବଲପୁର, ଆଜି ବିବାହ କରିବେ ଦେବ ଦମ୍ପତି

ଭୁବନେଶ୍ଵର (ରାଜ୍ୟ କାହାଣୀ )ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବ ମୁଖର ପରିବେଶ । ଦେବଦେବ ମହାଦେବ ଏବଂ ମାତା ପାର୍ବତୀଙ୍କ ପବିତ୍ର ବିବାହ ମହୋତ୍ସବ ଅନୁଷ୍ଠିତ ହେଉଛି ।ଭବ୍ୟ ବରଯାତ୍ରା, ଲୋକନୃତ୍ୟ, ରୋଷଣୀ ଓ ବାଜାର ତାଳେ ତାଳେ ଝୁମିବ ସମ୍ବଲପୁର। ଆଜି ରାତିରେ

ଆମେରିକା-ଇରାନ ଯୁଦ୍ଧ ଶେଷ, କମିଲା ଅଶୋଧିତ ତେଲ ଦର

ଆମେରିକା-ଇରାନ ମଧ୍ୟରେ ଯୁଦ୍ଧ ଶେଷ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ଵାକ୍ଷରିତ। ଉଭୟ ଦେଶର ରାଷ୍ଟ୍ରପତି ଡିଜିଟାଲ୍ ସ୍ଵାକ୍ଷର କରିଛନ୍ତି। ଯୁଦ୍ଧ ଶେଷ ଓ ହୋର୍ମୁଜ ପ୍ରଣାଳୀ ଖେଲିବା ନେଇ ଏମଓୟୁ

ଯୁଦ୍ଧର ହେଲା ଅନ୍ତ । ଆମେରିକା-ଇରାନ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

୧୧୧ଦିନ ପରେ ଶେଷ ହେଲା ଇରାନ-ଆମେରିକା ଯୁଦ୍ଧ । ଉଭୟ ରାଷ୍ଟ୍ର ମଧ୍ୟରେ ଡିଜିଟାଲ ଚୁକ୍ତି ସ୍ୱାକ୍ଷର ହୋଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ଇରାନ୍ ରାଷ୍ଟ୍ରପତି ୧୪ ସୁତ୍ରୀ ଏମଓୟୁ । ଉଭୟ ଦେଶ ସେମାନଙ୍କର ସାମରିକ କାର୍ଯ୍ୟକଳାପ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଫଳରେ

ଦୁଇ ସୁନା ଲୁଟେରାଙ୍କୁ ଏନକାଉଣ୍ଟର କଲା ଅନୁଗୁଳ ପୋଲିସ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଅନୁଗୋଳରେ ଡବଲ୍ ଏନକାଉଣ୍ଟର। ଦୁଇ ସୁନା ଲୁଟେରାଙ୍କୁ ଏନକାଉଣ୍ଟର କଲା ଅନୁଗୋଳ ପୋଲିସ। ପୋଲିସ୍ ଗୁଳିରେ ୨ ସୁନା ଲୁଟେରା ସଚିନ୍ ଗେଜଗେ ଓ ପ୍ରକାଶ ମାଦନେ ଗୁରୁତର ଆହତ। ଦୁଇ ଅଭିଯୁକ୍ତ ହେଲେ ମହାରାଷ୍ଟ୍ରର। ସୂଚନା ଅନୁସାରେ, ଗତକାଲି ତାଳଚେର ହାଟତୋଟାଛକସ୍ଥିତ

କମିନି ତାଉ, ଖୋଲିଲା ସ୍କୁଲ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ୨୦ ଜିଲ୍ଲାରେ ଖରା ଛୁଟି ଶେଷ ହେବା ସହ ଆଜିଠୁ ସ୍କୁଲ ଖୋଲିଛି । ଅନୁଗୁଳ ଜିଲ୍ଲାରେ ଗ୍ରୀଷ୍ମ ଛୁଟି ଅବଧି ବୃଦ୍ଧି କରାଯାଇଥିବା ବେଳେ ୨୨ ଜୁନରେ ଖୋଲିବ ସ୍କୁଲ । ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀ ଅନୁଗୁଳ ସୂଚନା ଦେଇଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାରେ

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ସମାଲୋଚନା କଲେ ଟେଲିଗ୍ରାମ ସିଇଓ

ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ତେବେ ଏହି ମେସେଜିଂ ଆପର ପ୍ରତିଷ୍ଠାତା ତଥା ସିଇଓ (CEO) ପାଭେଲ ଦୁରୋଭ (Pavel Durov)

ପିଏମ୍ ସ୍ୱନିଧି ଯୋଜନା; ଷ୍ଟ୍ରିଟ୍ ଭେଣ୍ଡର ହିତାଧିକାରୀଙ୍କୁ ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି ଯୋଜନା ଅଧୀନରେ ମଞ୍ଜୁର ହେଉଥିବା ୩ଟି ଋଣ ପର୍ଯ୍ୟାୟରେ ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼ କରିଛନ୍ତି ରାଜ୍ୟ ସରକାର । ଚୁକ୍ତିପତ୍ର ଉପରେ ଲାଗୁଥିବା ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼ । ଏନେଇ ରାଜସ୍ୱ

ଶ୍ରୀମନ୍ଦିରରୁ ଜବତ ହେଲା ୩୦ ପ୍ୟାକେଟ୍‌ ରୁ ଅଧିକ ଅପମିଶ୍ରିତ ଘିଅ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ରୋଷ ଘରକୁ ବେଆଇନ ଭାବେ ବନସ୍ପତି କମ୍ପାନୀର ନକଲି ଘିଅ ନେବା ବେଳେ ଶ୍ରୀମନ୍ଦିର ପ୍ରଶାସନ ୩୦ ପ୍ୟାକେଟ୍ ଘିଅ ଜବତ କରିଛି। ମହାପ୍ରସାଦ ପ୍ରସ୍ତୁତିରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ କଟକଣା ଥିବା ବେଳେ ନିୟମ ଉଲ୍ଲଂଘନ କରି ଅନ୍ୟ ବ୍ରାଣ୍ଡର ଘିଅ