ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ମିଳିବ ଅତିରିକ୍ତ ୫ କେଜି ଚାଉଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡିଶାରେ ବିଜେପି ସରକାରକୁ ଆଜି ଦୁଇ ବର୍ଷ ପୂରିଛି । ଏହି ଅବସରରେ ଆରମ୍ଭ ହୋଇଛି ଏକ ନୂତନ ଯୋଜନା 'ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା' । ଚଳିତ ଆର୍ଥିକ ବର୍ଷରୁ ରାଜ୍ୟ ସରକାର ଏହି ଯୋଜନା ଆରମ୍ଭ କରୁଥିବା ବେଳେ ଗତ ଏପ୍ରିଲ ୫ରେ ଅନୁଷ୍ଠିତ କ୍ୟାବିନେଟ!-->…