ସୁନା ଦର କମିଲାବେଳେ ସ୍ଥିର ରହିଛି ରୁପା ଦାମ୍
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୫,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୩,୫୦୦ ଟଙ୍କା ଛୁଇଁଛି ।୧୮ କ୍ୟାରେଟ ୧୦ ଗ୍ରାମ୍ ସୁନା ଦାମ୍ ୧,୦୯,୨୩୦ ଟଙ୍କା ରହିଛି। ଏଥିରେ ୧,୬୦୦ ଟଙ୍କା ହ୍ରାସ ହୋଇଛି।କିଛି ଦିନ ପରେ ଲଗାତାର ୨ୟ ଦିନ ପାଇଁ ସୁନା ଦାମ୍ କମ୍!-->…