ଶ୍ରୀମନ୍ଦିର ସହ ସମ୍ପର୍କିତ ଦୁଇ ଶବ୍ଦ ଓ ଗୋଟିଏ ଲୋଗୋକୁ ମିଳିଲା ପାଟେଣ୍ଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ସମ୍ପର୍କିତ ଦୁଇଟି ଶବ୍ଦ ଓ ଗୋଟିଏ ଲୋଗୋ ପାଟେଣ୍ଟ ଅନ୍ତର୍ଭୁକ୍ତ । ଆନନ୍ଦ ବଜାର, ଶ୍ରୀପତିତପାବନ ଦୁଇ ଶବ୍ଦାବଳୀ ଓ ଶ୍ରୀଜଗନ୍ନାଥ ଟେମ୍ପୁଲ ଆଡମିନିଷ୍ଟ୍ରେସନ୍ ବା ଏସ୍ଜେଟିଏ ଲୋଗୋକୁ ମିଳିଛି ଆଇପି ଇଣ୍ଡିଆର ଅନୁମୋଦନ । ଖୁବ୍ଶୀଘ୍ର ଆଉ ୨୬ଟି!-->…