ଦୀର୍ଘ ଦିନର ବିବାଦରେ ପଡିଲା ପୂର୍ଣ୍ଣଚ୍ଛେଦ, ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟିବା ନେଇ ମଙ୍ଗଳବାର ବଡ଼ ଘୋଷଣା କରିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ‘ଧାମ’ ଶବ୍ଦ ହଟାଯାଇ ଲାଗିଲା ଜଗନ୍ନାଥ ମନ୍ଦିର ସୂଚନା ଫଳକ । ସ୍ଥାନୀୟ ବିଧାୟକ ଚନ୍ଦ୍ର ଶେଖର ମଣ୍ତଳ ଏବଂ ମନ୍ଦିର!-->…