ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ ! ଆମେରିକାର ଆକ୍ରମଣ ପରେ ଇରାନର ପାଲଟା ଆକ୍ରମଣ
ଆମେରିକା ଓ ଇରାନ ଭିତରେ ଭାଙ୍ଗିଲା ଯୁଦ୍ଧବିରାମ। ହୋର୍ମୁଜରେ ଘମାଘୋଟ ଯୁଦ୍ଧ। ଇରାନର ଏୟାର ଡିଫେନ୍ସ, ଗ୍ରାଉଣ୍ଡ କଣ୍ଟ୍ରୋଲ ଷ୍ଟେସନ ଏବଂ ରାଡାର ସାଇଟସ୍ ଉପରେ ବମ୍ ବର୍ଷା କଲା ଆମେରିକା। ୟୁଏସ୍ ର ସୈନ୍ୟ ହେଲିକପ୍ଟରକୁ ତେହରାନ୍ ଟାର୍ଗେଟ୍ କରିବା ପରେ ଟ୍ରମ୍ପ ଭଡକିଯାଇଛନ୍ତି। ଇରାନ!-->…