ଦୀଘା ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…
ପଶ୍ଚିମବଙ୍ଗର ଦୀଘାଠାରେ ନିର୍ମିତ ଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସର ନାମରୁ ‘ଧାମ’ ଶବ୍ଦ ହଟାଇବା ପାଇଁ ପଶ୍ବିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।‘ଜଗନ୍ନାଥ ଧାମ’ କେବଳ ପୁରୀ, ଅନ୍ୟ କୌଣସି ସ୍ଥାନ ପାଇଁ ଏହି ଶବ୍ଦର ବ୍ୟବହାର!-->…