ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ବିଦ୍ୟୁତ ଖୁଣ୍ଟ ବଦଳାଇବାକୁ ମାଗିଥିଲେ ୨୫ ହଜାର ଟଙ୍କା
ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଷୀଙ୍କ ବିଦ୍ୟୁତ ଖୁଣ୍ଟ ବଦଳାଇବାକୁ ନେଉଥିଲେ ଲାଞ୍ଚ । ନରସିଂହପୁର TPCODL ଲାଇନ୍ ମ୍ୟାନ୍ ଲାଞ୍ଚ ନେବା ବେଳେ ଧରାପଡିଲେ । ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଲାଇନ୍ ମ୍ୟାନ୍ ଜଣଙ୍କ ହେଲେ ଧର୍ମ ନିରଞ୍ଜନ ଚୌଧୁରୀ ।ସୂଚନା ଅନୁଯାୟୀ, ଅଭିଯୋଗକାରୀ ଚାଷୀଙ୍କ!-->…