ରୁଷ୍ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବାକୁ ଅପିଲ

ରୁଷ୍ ଓ ୟୁକ୍ରେନ ମଧ୍ୟରେ ଗତ ଚାରି ବର୍ଷ ହେଲା ଯୁଦ୍ଧ ଚାଲିଥିବାବେଳେ ଏକ ବଡ଼ ଖବର ସାମ୍‌ନାକୁ ଆସିଛି । ୟୁକ୍ରେନ୍‌ ରାଷ୍ଟ୍ରପତି ଜେଲେନସ୍କି ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କୁ ଖୋଲା ଚିଠି ଲେଖି ମୁହାଁମୁହିଁ ସାକ୍ଷାତ ପ୍ରସ୍ତାବ ଦେଇଛନ୍ତି ।ଗୁରୁବାର ୟୁକ୍ରେନ ରାଷ୍ଟ୍ରପତି…

ଖୁବ୍‌ଶୀଘ୍ର ଆସିବ ପ୍ଲାଷ୍ଟିକ୍‌ ନୋଟ୍‌- ସଞ୍ଜୟ ମାଲହୋତ୍ରା

ଦେଶରେ ଖୁବଶୀଘ୍ର ଚାଲିବ ପଲିମର ନୋଟ୍ । ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭରର୍ଣ୍ଣର ସଞ୍ଜୟ ମାଲହୋତ୍ରା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପ୍ଲାଷ୍ଟିକ୍‌ ନୋଟ୍‌ ଆଣିବା ପ୍ରସ୍ତାବ ବିଚାରାଧୀନ ରହିଛି। କିନ୍ତୁ ସେହି…

ସ୍ଥଗିତ ରହିଲା ବସ୍‌ ଧର୍ମଘଟ । ଦାବି ପୂରଣ ନହେଲେ ପୁଣି ଧର୍ମଘଟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ । ସାମୟିକ ଭାବେ ବସ ଧର୍ମଘଟକୁ ସ୍ଥଗିତ ରଖିଲା ସଂଘ । ଆଜି ପରିବହନ କମିଶନରଙ୍କ ସହିତ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପରେ ଘରୋଇ ବସ୍ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି।ଡିଜେଲ ଦର ସହିତ ଲୁବ୍ରିକାଣ୍ଟ, ଟାୟାର,…

ଇକୋସେଭର୍ସ: ୟୁଥ୍ ନେଟୱାର୍କ ପାଳନ କଲେ ବିଶ୍ଵ ପରିବେଶ ଦିବସ

ଭୁବନେଶ୍ୱର( ରାଜ୍ୟ କାହାଣୀ)ରାଜ୍ୟରେ ଦୀର୍ଘ ୩୬ ବର୍ଷ ଧରି କାର୍ଯ୍ୟରତ ସ୍ୱେଚ୍ଛାସେବୀ ସଂଗଠନ ପିପୁଲ୍ସ କଲଚରାଲ୍ ସେଣ୍ଟର (ପିକକ୍) ଦ୍ୱାରା ପ୍ରୋତ୍ସାହିତ ଇକୋସେଭର୍ସ: ୟୁଥ ନେଟୱର୍କ ପକ୍ଷରୁ ଖୋର୍ଦ୍ଧା, ବାଲେଶ୍ୱର, କଟକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ସମେତ ବିଭିନ୍ନ…

ଖାନ୍ ସାରଙ୍କ ବିରୋଧରେ ମାମଲା ରୁଜୁ, ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ନେଇ ହୋଇପାରନ୍ତି ଗିରଫ !

ବଢିଲା ଖାନ୍ ସାରଙ୍କ ଅଢୁଆ । ଖାନ ସାରଙ୍କ ବିରୋଧରେ କଦମକୁଆନ ପୋଲିସ ଷ୍ଟେସନରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି । ଦୁଇଦିନ ପୂର୍ବେ ପାଟନାରେ କୋଚିଂ ସେଣ୍ଟର ବାହାରେ ହୋଇଥିବା ପଥରମାଡ଼, ଗୁଳିକାଣ୍ଡ ଘଟଣା ପରେ ଏଭଳି…

ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ କଲେ ଦେବାଶିଷ ସାମନ୍ତରାୟ । ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଦେବାଶିଷ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ।ପ୍ରାର୍ଥିପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ…

OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବଡପଣ୍ଡାଙ୍କୁ ନିଯୁକ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ଶେଖର ବଡପଣ୍ଡା । OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବଡପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଏ ନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗ୍ରୀଡ୍ କଣ୍ଟ୍ରୋଲର ଅଫ୍ ଇଣ୍ଡିଆର ନିର୍ଦ୍ଦେଶକ ଥିଲେ ସୁଧାଂଶୁ…

ଭୁବନେଶ୍ୱରରେ ପହଞ୍ଚିଲେ କଙ୍ଗନା ରାଣାୱତ୍ ! ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ …

ଭୁବନେଶ୍ୱର (ରାଜ୍ୟକାହାଣୀ )ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରାଣାୱତ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ପହଞ୍ଚିବା ପରେ ସେ ସିଧାସଳଖ ଏକ ଘରୋଇ ହୋଟେଲକୁ ଯାଇଥିଲେ । ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି। ଆଜି…

ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ବନ୍ଧା ହେଲେ ଜୁନିୟର ଆସିଷ୍ଟାଣ୍ଟ । ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଜୁନିୟର ଆସିଷ୍ଟାଣ୍ଟ। ଭଦ୍ରକ ଜିଲ୍ଲା ଶିକ୍ଷଧିକାରୀଙ୍କ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ସୂଚନାଯୋଗ୍ୟ ଯେ,…

ବଦଳିଯିବ ମୋଦୀଙ୍କ ମନ୍ତ୍ରୀ ମଣ୍ଡଳ ! କ୍ୟାବିନେଟରେ ସାମିଲ ହେବେ ନୂଆ ମୁହଁ

ଆସନ୍ତା ୧୭ କିମ୍ବା ୧୮ ତାରିଖରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା । ବଦଳିବ ମୋଦି ସରକାରଙ୍କ ରୂପରେଖ । ମନ୍ତ୍ରୀମଣ୍ଡଳରୁ ପ୍ରାୟ ଏକ ଡଜନରୁ ଅଧିକ ମନ୍ତ୍ରୀ ବାଦ୍ ପଡ଼ି ପାରନ୍ତି । ଜୁନ ୧୮ରେ ବିଭିନ୍ନ ରାଜ୍ୟର ରାଜ୍ୟସଭା ସିଟ୍ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ୧୧ଟି ସିଟ୍…