ଭୁବନେଶ୍ୱରରେ ପହଞ୍ଚିଲେ କଙ୍ଗନା ରାଣାୱତ୍ ! ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ …

ଭୁବନେଶ୍ୱର (ରାଜ୍ୟକାହାଣୀ )ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରାଣାୱତ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ପହଞ୍ଚିବା ପରେ ସେ ସିଧାସଳଖ ଏକ ଘରୋଇ ହୋଟେଲକୁ ଯାଇଥିଲେ । ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି। ଆଜି…

ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ବନ୍ଧା ହେଲେ ଜୁନିୟର ଆସିଷ୍ଟାଣ୍ଟ । ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଜୁନିୟର ଆସିଷ୍ଟାଣ୍ଟ। ଭଦ୍ରକ ଜିଲ୍ଲା ଶିକ୍ଷଧିକାରୀଙ୍କ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ସୂଚନାଯୋଗ୍ୟ ଯେ,…

ବଦଳିଯିବ ମୋଦୀଙ୍କ ମନ୍ତ୍ରୀ ମଣ୍ଡଳ ! କ୍ୟାବିନେଟରେ ସାମିଲ ହେବେ ନୂଆ ମୁହଁ

ଆସନ୍ତା ୧୭ କିମ୍ବା ୧୮ ତାରିଖରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା । ବଦଳିବ ମୋଦି ସରକାରଙ୍କ ରୂପରେଖ । ମନ୍ତ୍ରୀମଣ୍ଡଳରୁ ପ୍ରାୟ ଏକ ଡଜନରୁ ଅଧିକ ମନ୍ତ୍ରୀ ବାଦ୍ ପଡ଼ି ପାରନ୍ତି । ଜୁନ ୧୮ରେ ବିଭିନ୍ନ ରାଜ୍ୟର ରାଜ୍ୟସଭା ସିଟ୍ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ୧୧ଟି ସିଟ୍…

ତାମିଲନାଡ଼ୁରେ ବଡ଼ ଝଟ୍‌କା : ବିଜେପି ଛାଡ଼ିଲେ କେ ଆନ୍ନାମଲାଇ

ତାମିଲନାଡୁ ବିଜେପିର ଟାଣୁଆ ନେତା ତଥା ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ କେ ଅନ୍ନାମଲାଇ ବିଜେପିର ପ୍ରାଥମିକତା ସଦ୍ୟସତା ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫା ପତ୍ରକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ସ୍ବୀକାର କରିଛନ୍ତି । ଜୁନ ୨ ତାରିଖରେ ତାଙ୍କ ଇସ୍ତଫାକୁ ନେଇ ଅନ୍ନାମଲାଇ…

ସ୍କୁଲ ପିଲାଙ୍କ ପାଇଁ ଖୁସି ଖବର; ବଢ଼ିପାରେ ଖରାଛୁଟିର ଅବଧି- ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ।ଖରା ଯଦି ନ କମେ ତାହାଲେ ଖରା ଛୁଟି ବଢ଼ିପାରେ । ପିଲାଙ୍କ…

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ, ୫.୨୫% ରେ ରହିଲା ସ୍ଥିର

ରେପୋ ରେଟ ଅପରିବର୍ତ୍ତିତ । ରେପୋ ରେଟ ତଥା ସୁଧ ହାର ୫ ଦଶମିକ ୨୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାର ନିଷ୍ପତ୍ତି ନେଇଛି ବୋଲି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) । ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ଏହି ସୂଚନା ଦେଇଛନ୍ତି । ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ…

ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଆପାର୍ଟମେଣ୍ଟରେ ନିଆଁ

ଦିଲ୍ଲୀର ରେଷ୍ଟୁରାଣ୍ଟଟରେ ଅଗ୍ନିକାଣ୍ଡ ଘଟଣା ମନରୁ ଲିଭି ନଥିବା ବେଳେ ବିହାର ପାଟନାରେ ଥିବା ଏକ ହସ୍ପିଟଟାଲରେ ନିଆଁ ଲାଗିଯାଇଥିଲା । ଉଭୟ ଘଟଣାରେ ୨୫ରୁ ଅଧିକ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏବେ ପୁଣି ଦିଲ୍ଲୀରେ ଅଗ୍ନିକାଣ୍ଡ ଘଟିଛି ।ନୋଏଡା ସେକ୍ଟର ୭୫ରେ IVY କାଉଣ୍ଟି ସୋସାଇଟିରେ…

ଆଜି ସାରା ବିଶ୍ୱରେ ପାଳିତ ହେଉଛି ବିଶ୍ୱ ପରିବେଶ ଦିବସ

ଆଜି ସାରା ବିଶ୍ୱରେ ପାଳିତ ହେଉଛି ‘ବିଶ୍ୱ ପରିବେଶ ଦିବସ’। ଚଳିତ ବର୍ଷର ସ୍ଲୋଗାନ ରହିଛି, ପ୍ରକୃତିରୁ ପ୍ରେରଣା, ଜଳବାୟୁ ପାଇଁ, ଆମ ଭବିଷ୍ୟତ ପାଇଁ । ୧୯୭୨ ଜୁନ ୫ରେ, ମିଳିତ ଜାତିସଂଘ ଏହି ଦିନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲା । ପ୍ରଥମେ ୧୯୭୨ ଜୁନ ୫ ରେ ସ୍ୱିଡେନର ରାଜଧାନୀ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟା ୩୦ରେ ବସିବ ବୈଠକ । ବୈଠକରେ ଗତ ୩୧ ତାରିଖ ଛତିଶା ନିଯୋଗ ଏବଂ ନୀତି ସବ୍‌ମିଟି ବୈଠକରେ…

ବ୍ରିକ୍ସ ସଦସ୍ୟ ରାଷ୍ଟ୍ରର ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞ ମାନେ  ଅର୍କକ୍ଷେତ୍ର କୋଣାର୍କ ପରିଦର୍ଶନ କରି ନିଖୁଣ…

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭାରତ ୨୦୨୬ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ପୁରୀରେ ବିପର୍ଯ୍ୟୟ ବିପଦ ହ୍ରାସ ବୈଠକ ପରେ ବ୍ରିକ୍ସ ସଦସ୍ୟ ରାଷ୍ଟ୍ର ବ୍ରାଜିଲ, ଚୀନ, ଇଜିପଟ, ଇଥିଓପିଆ, ଭାରତ, ଇଣ୍ଡୋନେସିଆ, ଇରାନ,…