ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ କଲେ ଦେବାଶିଷ ସାମନ୍ତରାୟ । ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଦେବାଶିଷ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ।ପ୍ରାର୍ଥିପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ!-->…