ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟା ୩୦ରେ ବସିବ ବୈଠକ । ବୈଠକରେ ଗତ ୩୧ ତାରିଖ ଛତିଶା ନିଯୋଗ ଏବଂ ନୀତି ସବ୍‌ମିଟି ବୈଠକରେ…

ବ୍ରିକ୍ସ ସଦସ୍ୟ ରାଷ୍ଟ୍ରର ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞ ମାନେ  ଅର୍କକ୍ଷେତ୍ର କୋଣାର୍କ ପରିଦର୍ଶନ କରି ନିଖୁଣ…

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭାରତ ୨୦୨୬ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ପୁରୀରେ ବିପର୍ଯ୍ୟୟ ବିପଦ ହ୍ରାସ ବୈଠକ ପରେ ବ୍ରିକ୍ସ ସଦସ୍ୟ ରାଷ୍ଟ୍ର ବ୍ରାଜିଲ, ଚୀନ, ଇଜିପଟ, ଇଥିଓପିଆ, ଭାରତ, ଇଣ୍ଡୋନେସିଆ, ଇରାନ,…

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ରୁ ଦେବାଶିଷ ସାମନ୍ତରାୟ ପ୍ରାର୍ଥୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ ।ଓଡିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ସକାଳେ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା କରାଯାଇଛି । ୧୮ ଜୁନରେ ହେବ…

ନଦୀରେ ଗାଧୋଇବା ବେଳେ କୁମ୍ଭୀର ସହ ଲଢ଼ିଲେ ଜୀବନ ବଞ୍ଚାଇଲେ ଯୁବକ

ଭୁବନେଶ୍ୱର (ରାଜ୍ୟକାହାଣୀ )କେନ୍ଦ୍ରାପଡାଜିଲ୍ଲା ରାଜନଗର ବ୍ଲକ ରାଜପୁର ପଂଚାୟତ ବାଲିଚନ୍ଦ୍ରପୁର ଗାଁର କ୍ଷମାନିଧି ଦାସ ଆଜି କୁମ୍ଭୀର ସହ ଲଢ଼ି ଜୀବନ ବଞ୍ଚାଇଛନ୍ତି | ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ବାଥିଙ୍ଗ ଘାଟ ଭିତରେ ଗାଧୋଉଥିବାବେଳେ ସେ କୁମ୍ଭୀର ଆକ୍ରମଣର ଶିକାର ହୋଇଥିଲେ |୨୫…

ମୁଜାଫରପୁର ପ୍ରସାଦ ହସ୍ପିଟାଲରେ ଅଗ୍ନିକାଣ୍ଡରେ ବୁଢ଼ୀ ମା’ ନିଜ ଅକ୍ସିଜେନ ମାସ୍କ କାଢି ଅନେକ ରୋଗୀଙ୍କୁ ବଞ୍ଚାଇଲେ

ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ବଞ୍ଚିବାକୁ ଆସି ଜଳିଗଲେ ରୋଗୀ ।, ରାତି ଅଧରେ ଲାଗିଗଲା ନିଆଁ ଆଉ ଦୁର୍ଘଟଣା ନେଇଗଲା ୫ ଜଣଙ୍କ ଜୀବନ । ମୃତ୍ୟୁର ତାଣ୍ଡବ ଏବଂ ଭୟାବହତା ଭିତରେ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ଉପରେ ଏବେ ଅନେକ…

ଗଣ ଆନ୍ଦୋଳନକୁ ପୋଲିସ ଦ୍ବାରା ମିଛ କେସ୍ ଲଗାଇ ଦବାଇ ଦେବାର ଚକ୍ରାନ୍ତ- ଗଣତନ୍ତ୍ର ଓ ସମ୍ବିଧାନର ହତ୍ୟା

ଭୁବନେଶ୍ବର, (ରାଜ୍ୟ କାହାଣୀ)ନବନିର୍ମାଣ କୃଷକ ସଂଗଠନର ନେତୃତ୍ବମାନଙ୍କ ଉପରେ ମିଛ ମନଗଢ଼ା ମାମଲା ଦାୟର କରି ଗଣତାନ୍ତ୍ରିକ ଆନ୍ଦୋଳନକୁ ପୁଲିସ ସହାୟତାରେ ଦବାଇ ଦେବାର ହୀନ ଚକ୍ରାନ୍ତ, କେବଳ ଡବଲ ଇଂଜିନ୍ ବିଜେପି ସରକାରଙ୍କ ଦ୍ବାରା ଗଣତନ୍ତ୍ର ଓ ସମ୍ବିଧାନର ହତ୍ୟା କହିଲେ ଅତ୍ୟୁକ୍ତି…

ପରଲୋକରେ ସାହିତ୍ୟିକ ଜେ.ପି. ଦାସ ! ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଶିଷ୍ଟ କବି, ଔପନାସିକ, ନାଟ୍ୟକାର, ସମାଲୋଚକ, ଅନୁବାଦକାର ତଥା କଳା-ସଂସ୍କୃତି ଗବେଷକ ଜଗନ୍ନାଥ ପ୍ରସାଦ ଦାସଙ୍କର ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ବାସଭବନରେ ମୃତ୍ୟୁ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ 90 ବର୍ଷ ହୋଇଥିଲା ।ଓଡ଼ିଶାରେ କଳା ଓ…

ହଜିଗଲା ମାନବିକତା,ବାକି ଟଙ୍କା ନ ଦେବାରୁ ନାବାଳିକାର ଯୋଡିଥିବା ହାଡ଼କୁ ଭାଙ୍ଗିଦେଲେ ଡାକ୍ତର

ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା ନରରାକ୍ଷସ । ବାକି ଟଙ୍କା ନମିଳିବାରୁ ଭାଙ୍ଗିଦେଲା ନୀରିହର ଗୋଡ଼ ।ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା…

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ଅସ୍ୱୀକାର କଲେ ସୌମ୍ୟଙ୍କ ମହିଳା ବନ୍ଧୁ

ସୌମ୍ୟଙ୍କ ମହିଳା ବନ୍ଧୁଙ୍କୁ NHRC ର ପଚରା ଉଚରା ଶେଷ । ସାଢ଼େ ଚାରି ଘଣ୍ଟା ଧରି ଚାଲିଥିଲା ପଚରା ଉଚରା । ସୋମ୍ୟଙ୍କ ନାଁରେ ପୂର୍ବରୁ ମହିଳା ଥାନାରେ ଯେଉଁ ଅଭିଯୋଗ କରିଥିଲେ, ସେ ବାବଦରେ ପଚରା ଯାଇଥିବା ସୂଚନା । କହିଲେ ମୁଁ ଗଣ ମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ଚାଁହୁନି । ସୁରକ୍ଷା…

ତଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି, ୧୫୦ କୋଟି ଟଙ୍କା ଦେଇଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )କଡ଼ାକଡ଼ି ହେଲା ଓଡ଼ିଶାର ତଟ ସୁରକ୍ଷା । ପଶ୍ଚିମବଙ୍ଗ- ବାଂଲାଦେଶ ସୀମାରେ ସୁରକ୍ଷା ବଢ଼ିବା ପରେ ଓଡ଼ିଶାର ତଟ ସୁରକ୍ଷାକୁ ଆହୁରି କଡ଼ାକଡ଼ି କରାଯାଇଛି । ଅପରାଧୀ ଓ ଅନୁ ପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରହିଥିବା କହିଲେ ପୁଲିସ୍‌ ଡିଜି ଯୋଗେଶ ବାହାଦୁର୍‌…