ଥାଇଲାଣ୍ଡରେ ଫସିଲେ ୪ ଓଡ଼ିଆ ଶ୍ରମିକ, ମୁକୁଳାଇବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ
ଥାଇଲାଣ୍ଡରେ ଫସିଛନ୍ତି ଚାରି ଓଡ଼ିଆ ଶ୍ରମିକ । ଭୋକ ଉପବାସରେ କଟୁଛି ଜୀବନ । ପାଖରେ ନାହିଁ ପାସପୋର୍ଟ, ଚାରିମାସ ହେବ ମିଳୁନି ଦରମା । ମୁକୁଳାଇବା ପାଇଁ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁହାରି କରିଛନ୍ତି ଶ୍ରମିକମାନେ। ଓଡ଼ିଶା ସରକାର ଓ କେନ୍ଦ୍ରାପଡା ସାଂସଦଙ୍କୁ ଉଦ୍ଧାର ପାଇଁ ଅନୁରୋଧ!-->…