ଆମେ ଅପରେସନ ସିନ୍ଦୂର ୨.୦ ପାଇଁ ପ୍ରସ୍ତୁତ: ସେନା ମୁଖ୍ୟ ଉପେନ୍ଦ୍ର ଦ୍ବିବେଦୀ
ଅପରେସନ ସିନ୍ଦୂରକୁ ନେଇ ଶନିବାର ଏକ ବଡ ଅପଡେଟ୍ ସାମ୍ନାକୁ ଆସିଛି। ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ କହିଛନ୍ତି, “ଭାରତ ଅପରେସନ ସିନ୍ଦୁର ୨.୦ ପାଇଁ ପ୍ରସ୍ତୁତି କରୁଛି। ସେ ଜୋର ଦେଇ କହିଛନ୍ତି ଯେ, ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନର କାର୍ଯ୍ୟାନୁଷ୍ଠାନର ଜବାବରେ ସେନାର!-->…