ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩୬୦ ଅଧିକାରୀଙ୍କ ବଦଳି
ଭୁବନେଶ୍ୱର (ରାଜ୍ୟକାହାଣୀ )ସହରାଞ୍ଚଳ ଶାସନରେ ଦକ୍ଷତା, ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ଵ ବୃଦ୍ଧି କରିବା ଲକ୍ଷ୍ୟରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB)ରେ କାର୍ଯ୍ୟରତ ବିଭିନ୍ନ କ୍ୟାଡରର ୩୬୦ ଜଣ ଅଧିକାରୀଙ୍କୁ ଗୃହ ଓ ନଗର!-->…