ମୌସୁମି କେରଳମ୍ ଛୁଇଁବା ବିଳମ୍ବ ହୋଇପାରେ
ଭୁବନେଶ୍ୱର (ରାଜ୍ୟକାହାଣୀ )ମୌସୁମୀ ଆଗମନକୁ ନେଇ ବଢ଼ିଲା ଅନିଶ୍ଚିତତା । ଜୁନ୍ ୧ ସୁଦ୍ଧା କେରଳ ଛୁଇଁବା ନେଇ ସଂଶୟ । ମେ ୨୬ରେ ମୌସୁମି ବାୟୁ କେରଳମ୍ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଥିଲା। ତେବେ ସଦ୍ୟତମ ବିଶ୍ଲେଷଣ ଅନୁଯାୟୀ ଜୁନ ପହିଲା ବେଳକୁ!-->…