ରାଘବ ଚଢ଼ାଙ୍କୁ ରାଜ୍ୟସଭାରେ ଏହି ପଦବୀ ଦେଲା ବିଜେପି

ଆମ୍ ଆଦମୀ ପାର୍ଟି ଛାଡ଼ି ବିଜେପିରେ ଯୋଗ ଦେଇଥିବା ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କୁ ବିଜେପି ଏକ ବଡ଼ ଦାୟିତ୍ୱ ଦେଇଛି । ତାଙ୍କ ରାଜ୍ୟସଭାର ଯାଚିକା ସମିତିର ଚେୟାରମ୍ୟାନ ଭାବେ ବିଜେପି ନିଯୁକ୍ତ କରିଛି । ରାଘବ ଚଢ଼ାଙ୍କୁ ଏହି ପଦ ମିଳିବା ପରେ ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ…

ଗ୍ରୀଷ୍ମପ୍ରବାହକୁ ନେଇ ଗାଇଡ ଲାଇନ ଜାରି

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ । ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ନେଇ ସତର୍କତା ଗାଇଡ…

କାନ୍ସ ରେଡ୍ କାର୍ପେଟରେ ଐଶ୍ୱର୍ଯ୍ୟାଙ୍କ ଜଲୱା: ବ୍ଲୁ ମର୍ମେଡ୍ ଗାଉନ୍‌ରେ ଆସିଲେ ନଜର

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି।କେବଳ ପୋଷାକ ନୁହେଁ, ବରଂ ତାଙ୍କର ସାଜସଜ୍ଜା ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଥିଲା। ଐଶ୍ୱର୍ଯ୍ୟା ତାଙ୍କ ବ୍ଲୁ ଗାଉନ୍ ସହିତ…

ଗହୀରମଥାରେ କଇଁଛଙ୍କ ଗଣଅଣ୍ଡାଦାନ ବିଳମ୍ଵିତ, ଚିନ୍ତାରେ ପରିବେଶବିତ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ବର୍ଷ ଅଲିଭରିଡଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଗଣଅଣ୍ଡାଦାନ ବିଲକୁଲ ହୋଇପାରି ନାହିଁ ଏବର୍ଷ । ଅଣ୍ଡା ନଦେଇ ଫେରିଛନ୍ତି କଇଁଛ । ଏପ୍ରିଲ ଯାଇ ମେ’ ସରିବାକୁ ବସିଲାଣି । ଦୀର୍ଘ ଅଢ଼େଇ ମାସ ଧରି କୂଳରୁ ୫୦୦ ମିଟର ଯାଏ…

ଆସନ୍ତା କାଲିଠୁ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ସ୍ଥଗିତ, ପୁଣି ଜୁନ୍ ମାସରୁ ଆରମ୍ଭ

ଆସନ୍ତା କାଲିଠୁ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ସ୍ଥଗିତ । ଜୁନ୍ ମାସରେ ପୁଣି ଗଣତିମଣତି ଆରମ୍ଭ ପାଇଁ ସ୍ଥିର କରାଯାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ବର୍ତ୍ତମାନର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ, ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଏବଂ ମହାପ୍ରଭୁଙ୍କ…

ଯୁକ୍ତ୨ ନାମଲେଖା ପାଇଁ ୨୬ ତାରିଖରୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ଶିକ୍ଷାବର୍ଷ (୨୦୨୬-୨୭) ପାଇଁ ଯୁକ୍ତ ଦୁଇ ନାମଲେଖା ପାଇଁ ଆସନ୍ତା ୨୬ ତାରିଖରୁ ଆବେଦନ ଆରମ୍ଭ ହେବ । ଜୁନ୍ ୩୦ ତାରିଖ ରାତି ୧୧ଟା ୪୫ ମିନିଟ୍ ମଧ୍ୟରେ ଛାତ୍ରଛାତ୍ରୀମାନେ ସାମ୍ ୱେବ୍ସାଇଟରେ ଆବେଦନ କରିପାରିବେ । ଜୁଲାଇ ୮ ତାରିଖରେ ପ୍ରଥମ ମେଧା ତାଲିକା…

ଏଣିକି ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ ; ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର (ରାଜ୍ୟକାହାଣୀ )ବଦଳି ଆଦେଶ ମିଳିବା ମାତ୍ରେ ତାହାକୁ ପାଳନ କରିବାକୁ ପଡ଼ିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲାପାଳଙ୍କୁ କଡ଼ା ଚିଠି । ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୫ ପର୍ଯ୍ୟନ୍ତ ହେବ ବଦଳି ପ୍ରକିୟା । ସରକାରୀ କର୍ମଚାରୀଙ୍କ ବଦଳି ନିର୍ଦ୍ଦେଶନାମାରେ…

ଭାରତରେ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଆଲୋଚନା

ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଚାରି ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ସେ ଆଜି ସକାଳେ କୋଲକାତାରେ ପହଞ୍ଚିଛନ୍ତି। ଏହା ତାଙ୍କର ପ୍ରଥମ ଭାରତ ଗସ୍ତ। ଭାରତ-ଆମେରିକା ସମ୍ପର୍କ ପାଇଁ ଏହି ଗସ୍ତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।ଆଜି ସେ ନୂଆଦିଲ୍ଲୀ ଗସ୍ତ କରି…

ପୁଅର ମୃତ୍ୟୁ ଖବର ଶୁଣି ଜୀବନ ହାରିଲେ ବାପା

ଭୁବନେଶ୍ୱର (ରାଜ୍ୟକାହାଣୀ )ଯାଜପୁର ମଙ୍ଗଳପୁର ଥାନାର ମାନସିଂହ ଗାଁରେ ଅଭାବନୀୟ ଘଟଣା ଘଟିଛି । । ପୁଅର ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା|ମଙ୍ଗଳପୁର ବଜାର ରେ ଷ୍ଟୁଡିଓ ବ୍ୟବସାୟ କରୁଥିବା ଷ୍ଟିମର ପଣ୍ଡାଙ୍କ ଦୋକାନରେ କାମ କରୁଥିବା ଜଣେ କର୍ମଚାରୀ ବିଷପାନ କରିଥିଲେ। ଚିକିତ୍ସା…

ମୌସୁମୀ ଓଡ଼ିଶାକୁ ଜୁନ୍ ୧୦ ରୁ ୧୨ ତାରିଖ ସୁଦ୍ଧା ଆସିପାରେ

ଭୁବନେଶ୍ୱର (ରାଜ୍ୟକାହାଣୀ )ପଶ୍ଚିମ ଓଡ଼ିଶା ତାତିର ଜ୍ବାଳାରେ ଜଳୁଥିବା ବେଳେ ଉପକୂଳରେ ତାପମାତ୍ରା କମିଛି ସିନା, ଗୁଳୁଗୁଳି ପ୍ରଭାବରେ ଲୋକେ କଲବଲ ହେଉଛନ୍ତି। ଝାରସୁଗୁଡ଼ା ପୁଣି ଥରେ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ଏଠାରେ ଦିନ ତାପମାତ୍ରା ୪୫.୨ ଡିଗ୍ରି ରେକର୍ଡ ହୋଇଛି। ଆଜି…