ପ୍ଲଟ୍ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲା, ଡେମୋ ଦେଖାଇଲେ ଦୁଇ ଅଭିଯୁକ୍ତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗଞ୍ଜାମରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ ରିକ୍ରିଏସନ କଲା ପୋଲିସ । ଘଟଣା ଦିନ କ’ଣ ହୋଇଥିଲା ? ଏମାନଙ୍କର ଭୂମିକା କ’ଣ ଥିଲା? ଅନ୍ୟ ଅପରାଧୀଙ୍କ ଭୂମିକା କ’ଣ ଥିଲା ? ଏନେଇ ଡେମୋ ଦେଖାଇଲେ ଦୁଇ!-->…