ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ;ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ
ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା ଫ୍ଲିଟର ଅଂଶ ଥିବା ଏହି ହେଲିକପ୍ଟରରେ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ, ଜଣେ ମେଜର ଏବଂ ଜଣେ ମେଜର ଜେନେରାଲ ଥିଲେ।ଏହି ଦୁର୍ଘଟଣା ଗତ!-->…