ଆଜି ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ।୫ଦିନ ଲାଗି ହିଟ ୱେଭ ଜାରି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ଗରମ ଗୁଳୁଗୁଳିରେ ଜନ ଜୀବନ ଅସ୍ତବ୍ୟସ୍ତ । ୫ଦିନ ଲାଗି ହିଟ ୱେଭ ଜାରି କରିଛି ପାଣିପାଗ ବିଭାଗ । ଏବେ ଗ୍ରୀଷ୍ମ ପ୍ରବାହ ସହିତ ରାତିରେ ଗରମ ଓ ଗୁଳୁଗୁଳି ଲାଗି ରହିବ । ବଲାଙ୍ଗୀର, ସମ୍ବଲପୁର, ନୟାଗଡ଼ ଓ ଝରସୁଗୁଡା!-->…