ଉମା ହେଲେ ପ୍ରଥମ ଓଡ଼ିଆ ମହିଳା ‘ଆଇରନ୍ମ୍ୟାନ’
ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଖ୍ୟାତି ବଢ଼ାଇଲେ ଜଣେ ଓଡ଼ିଆ ମହିଳା । ଆମେରିକା ଫ୍ଲୋରିଡାର ଜ୍ୟାକସନଭିଲା ଠାରେ ଅନୁଷ୍ଠିତ ପ୍ରତିଯୋଗିତରେ ନିଜ ପାରଦର୍ଶିତା ଦେଖାଇ ଉମା ‘ଆଇରନ୍ ଓମ୍ୟାନ୍’ ଟାଇଟଲ୍ ହାସଲ କରିଛନ୍ତି ।ଆମେରିକାର ଜାକସନଭିଲରେ ଆୟୋଜିତ ‘ଆଇରନ୍ମ୍ୟାନ୍ ’ ପ୍ରତିଯୋଗିତାରେ ୩.୮!-->…