ଏଡିଆର  ରିପୋର୍ଟ୍: ଆଞ୍ଚଳିକ ଦଳର ଆୟ ୫୧% ହ୍ରାସ

ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ ରିଫର୍ମସ (ଏଡିଆର)ର ଏକ ରିପୋର୍ଟ ଅନୁଯାୟୀ, ପୂର୍ବ ଆର୍ଥିକ ବର୍ଷ ତୁଳନାରେ ୨୦୨୪-୨୫ରେ ୩୬ଟି ଆଞ୍ଚଳିକ ରାଜନୈତିକ ଦଳର ମିଳିତ ଆୟ ୫୧%ରୁ ଅଧିକ ହ୍ରାସ ପାଇଛି । ଏଥିସହିତ ୨୧ଟି ଦଳ ସେମାନଙ୍କ ଘୋଷିତ ଆୟଠାରୁ ଅଧିକ ଖର୍ଚ୍ଚ କରିଛନ୍ତି। ଦେଶର ୬୭ ପଞ୍ଜିକୃତ

କାଳବୈଶାଖୀର ପ୍ରଭାବ । ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳି ମଧ୍ୟରେ କାଳବୈଶାଖୀର ପ୍ରକୋପ ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି । ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମଗ୍ର ଓଡ଼ିଶା ପାଇଁ କାଳବୈଶାଖୀ ଏବଂ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ

ଓଡ଼ିଶା ବିଭବ ପାଠକାର୍ପିତବିକଶିତ ଓଡ଼ିଶା ଭାଷା ଭାବନା ଆଲୋଚନାଚକ୍ରବିନା ଉଦ୍ୟମରେ ଭାଷା ଉତଥାନ ସମ୍ଭବ ନୁହେଁ: ପଦ୍ମଶ୍ରୀ…

ଭୁବନେଶ୍ବର, ରାଜ୍ୟ କାହାଣୀ,ଭାଷା ଭିତ୍ତିକ ସ୍ବତନ୍ତ୍ର ପତ୍ରିକା ‘ଓଡ଼ିଶା ବିଭବ’ର ପ୍ରଥମ ସଂସ୍କରଣ ପାଠକାର୍ପିତ ହୋଇଯାଇଛି୤ ପାଠକାର୍ପଣ ଉତ୍ସବ ଅବସରରେ ଉପସ୍ଥାପିତ ଅତିଥି ଓଡ଼ିଆ ଭାଷାର ବର୍ତ୍ତମାନ ସ୍ଥିତିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି୤ ଓଡ଼ିଶାରେ ଓଡ଼ିଆ ଭାଷାର ବ୍ୟବହାର କମ୍ ଓ ଅନ୍ୟ

ଏଣିକି ଓଡ଼ିଆରେ ପଢ଼ାହେବ ଯୁକ୍ତ ଦୁଇ ବିଜ୍ଞାନ । ଇଂରାଜୀ ଭାଷାର ଭୟ ହେବ ଦୂର

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ଓଡ଼ିଆରେ ପଢ଼ାହେବ ଯୁକ୍ତ ଦୁଇ ବିଜ୍ଞାନ । ଇଂରାଜୀ ଭାଷାର ଭୟ ହେବ ଦୂର । ଚଳିତ ଶିକ୍ଷାବର୍ଷରୁ ରାଜ୍ୟରେ +୨ ବା ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ବିଜ୍ଞାନ ପାଠ୍ୟପୁସ୍ତକ ଓଡ଼ିଆ ଭାଷାରେ ଉପଲବ୍ଧ ହେବ । କେବଳ ଓଡ଼ିଆ ଭାଷାରେ ବିଜ୍ଞାନ ପଢ଼ିବେନି, ପରୀକ୍ଷା ବି

ହାଇକମାଣ୍ଡ କହିଲେ ବୋଲି ଇସ୍ତଫା ଦେଲି, ଜାତୀୟ ରାଜନୀତିରେ ଆଗ୍ରହ ନାହିଁ: ସିଦ୍ଧରମେୟା

କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ। ୮୦ ବର୍ଷୀୟ ସିଦ୍ଧରାମାୟା ବିଧାନସଭାର ସଦସ୍ୟ (ଏମଏଲଏ) ଭାବରେ ରାଜ୍ୟ ରାଜନୀତିରେ ସକ୍ରିୟ ରହିବେ।ରିପୋର୍ଟରଙ୍କୁ

ବାଲିଅନ୍ତା ସୌମ୍ୟ ମୃତ୍ୟୁ ଘଟଣାରେ ଆହୁରି ୧୦ ଜଣ ଗିରଫ ହେବେ- କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର (ରାଜ୍ୟକାହାଣୀ )ବାଲିଅନ୍ତା କନେଷ୍ଟବଳ ସୌମ୍ୟରଞ୍ଜନ ହତ୍ୟା ଘଟଣାରେ ଆଉ ଜଣେ ମୁଖ୍ୟ ଅଭିଯୁକ୍ତ ଅଶୋକ ଜେନା ଓରଫ ଗେଡାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ପଟିଆର ଏକ ହୋଟେଲରେ ଲୁଚିଥିବା ବେଳେ ଗେଡାକୁ ଗିରଫ କରିବାରେ ସଫଳ ହୋଇଛି କ୍ରାଇମବ୍ରାଞ୍ଚ । ଏହି ଘଟଣାରେ ମୋଟ୍ ୧୭ ଜଣଙ୍କୁ

ମୌସୁମି କେରଳମ୍‌ ଛୁଇଁବା ବିଳମ୍ବ ହୋଇପାରେ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୌସୁମୀ ଆଗମନକୁ ନେଇ ବଢ଼ିଲା ଅନିଶ୍ଚିତତା । ଜୁନ୍ ୧ ସୁଦ୍ଧା କେରଳ ଛୁଇଁବା ନେଇ ସଂଶୟ । ମେ ୨୬ରେ ମୌସୁମି ବାୟୁ କେରଳମ୍‌ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା। ତେବେ ସଦ୍ୟତମ ବିଶ୍ଲେଷଣ ଅନୁଯାୟୀ ଜୁନ ପହିଲା ବେଳକୁ

ମାଗଣା ଖଜା ପାଇଁ ବଡ଼ଦାଣ୍ଡରେ ଭିଡ଼, ଯିଏ ପାରିଲା, ସିଏ ପୁଳା ପୁଳା ବୋହିନେଲା

ରାସ୍ତାର ଗୋଟିଏ ପାର୍ଶ୍ଵରେ ରଥଖଳା ଓ ଅନ୍ୟପଟେ ଲୋକଙ୍କ ଠେଲାପେଲା । ଭିଡ଼ ଭିତରୁ ହାତରେ ପୁଳା ପୁଳା ଖଜା ଧରି ହସି ହସି ବାହାରୁଥିଲେ ଲୋକେ । ସମସ୍ତେ ସେହି ଭିଡ଼ ଭିତରକୁ ମାଡ଼ି ଯାଉଥିଲେ । ଆଉ ଦୁଇ ହାତ ପୂର୍ଣ୍ଣ କରି ଖଜା ନେଇଆସୁଥିଲେ ।ସାଧାରଣତଃ ଯଦି ଆମେ କିମ୍ବା କୌଣସି ଲୋକ ଖଜା

ଡିଜେଲ୍‌ ବଦଳରେ ଓଡ଼ିଶାରେ ଚାଲିବ EV ବୋଟ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ଚାଲିବ ଇଭି ବୋଟ୍ । ପ୍ରଥମ ପର୍ଯ୍ୟାୟରେ ୫ଟି ସ୍ଥାନରେ ହେବ ବ୍ୟବସ୍ଥା । ଏନେଇ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଆରମ୍ଭ ହୋଇଛି ପ୍ରକ୍ରିୟା। ରାଜ୍ୟର ୫ଟି ପର୍ୟ୍ୟଟନ ସ୍ଥଳୀ ପାଇଁ ଏବେ ଟେଣ୍ଡର ଡ଼କାଯାଇଛି। କୋଲାବ ଡାମ୍, ହୀରାକୁଦ ଡାମ୍,

ଏଣିକି ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଭିଆଇପି ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ। ଗୃହ ବିଭାଗ ପକ୍ଷରୁ ଡିଜିପି ଓ ଆଇଜି, ଗୁପ୍ତଚର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।ଏନେଇ ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କ ପାଇଁ