ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ
ରାଜସ୍ଥାନର ଯୋଧପୁର ସହରରେ ଏକ ଯୌନ କେଳେଙ୍କାରୀ ଘଟଣା ସାମନାକୁ ଆସିବା ପରେ ସ୍ଥାନୀୟ ପୁଲିସ ତତ୍ପରତା ପ୍ରକାଶ କରିଛି। ଦୁଇ ଭଉଣୀଙ୍କୁ ଗଣ ବଳାତ୍କାର ଓ ବ୍ଲାକ୍ମେଲ କରାଯାଇଥିବାବେଳେ ସେମାନେ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୁଲିସ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଏହି!-->…