ସାରା ରାଜ୍ୟରେ ତେଲର ଉତ୍କଟ ସମସ୍ୟା ,ଆଉ ଚାଲିବନି ବସ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ଯାହାକୁ ନେଇ ବେଶୀ ଚିନ୍ତାରେ ପଡିଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ସାରା ରାଜ୍ୟରେ ତେଲର ଉତ୍କଟ ସମସ୍ୟା ଦେଖାଦେଇଛି । ଏଥିପାଇଁ ବାଧ୍ୟ ହୋଇ ଘରୋଇ ବସ ଚଳାଚଳ ବନ୍ଦ କରିବ!-->…