ଆଜିଠୁ 20 ଜିଲ୍ଲାରେ ରବି ଧାନ ସଂଗ୍ରହ ଆରମ୍ଭ
ଆଜିଠୁ 20 ଜିଲ୍ଲାରେ ରବି ଧାନ ସଂଗ୍ରହ ଆରମ୍ଭ ହୋଇଛି। ଏଥିପାଇଁ ପଂଜୀକରଣ କରିଛନ୍ତି ୩ ଲକ୍ଷ ୭୫ ହଜାର ୫୫୬ ଜଣ ଚାଷୀ।ରାଜ୍ୟରେ ୨୦ ଲକ୍ଷ ମେଟ୍ରିକ ଟନ୍ ରବି ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ଉଲ୍ଲେଖଯୋଗ୍ୟ, ରବି ଧାନ କିଣିବାର ସମୟ ସୀମା ମେ’ ୧ରୁ ଆରମ୍ଭ ହୋଇ ଜୁନ୍ ୩୦ରେ ସରିବ। ।ତେବେ!-->…